Base Word
מַחְלָה
Short DefinitionMachlah, the name apparently of two Israelitesses
Long Definitionthe eldest of 5 daughters of Zelophehad the grandson of Manasseh
Derivationfrom H2470; sickness
International Phonetic Alphabetmɑħˈlɔː
IPA modmɑχˈlɑː
Syllablemaḥlâ
Dictionma-LAW
Diction Modmahk-LA
UsageMahlah
Part of speechn-pr-f

ଗଣନା ପୁସ୍ତକ 26:33
ସହେି ହଫରେର ପୁତ୍ର ସଲଫାଦର ପୁତ୍ର ନ ଥିଲା, କବଳେ ପାଞ୍ଚଟି କନ୍ଯା ଥିଲା। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତିର୍ସା

ଗଣନା ପୁସ୍ତକ 27:1
ଯୋଷଫଙ୍କେ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର , ମାଖୀରର ପ୍ରପୌତ୍ର ଗିଲିଯଦ, ଗିଲିଯଦର ପୌତ୍ର ହଫରେ ଓ ହଫରେର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚଟି କନ୍ଯା ଥିଲେ। ସମାନେେ ହେଲେ ମହଲା, ନୋଯା, ହଗାଲା, ମଲ୍କା ଓ ତର୍ସା।

ଗଣନା ପୁସ୍ତକ 36:11
ଏଣୁ ସଲଫାଦରଙ୍କ କନ୍ଯାଗଣ ଯଥା: ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋଯା, ସମାନଙ୍କେ ପିତୃବ୍ଯ ପୁତ୍ରମାନଙ୍କୁ ବିବାହ କଲେ।

ଯିହୋଶୂୟ 17:3
ସଲଫାଦର ଥିଲେ ହଫରେ ପକ୍ସ୍ଟତ୍ର, ହଫରେ ଥିଲେ ଗିଲିଯଦର ପକ୍ସ୍ଟତ୍ର, ଗିଲିଯଦ ଥିଲେ ମାଖୀର ପକ୍ସ୍ଟତ୍ର ଏବଂ ମାଖୀର ଥିଲେ ମନଃଶିର ପକ୍ସ୍ଟତ୍ର। ସଲଫାଦର କୌଣସି ପକ୍ସ୍ଟତ୍ର ନଥିଲେ। କିନ୍ତୁ ତାଙ୍କର ପାଞ୍ଚ କନ୍ଯା ଥିଲେ। ସେ ଝିଅମାନଙ୍କର ନାମ ଥିଲା, ମହଲା, ନୋଯା, ହଗଲା, ମିଲ୍ଲା ଓ ତିର୍ସା।

ପ୍ରଥମ ବଂଶାବଳୀ 7:18
ମାଖୀରଙ୍କ ଭଉଣୀ ହମ୍ମୋଲକେତ୍ ଈଶହୋଦ୍, ଅବୀଯଷେର ଓ ମହଲାଙ୍କୁ ଜନ୍ମ ଦେଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்