Base Word
מָטַר
Short Definitionrain
Long Definitionrain
Derivationfrom H4305
International Phonetic Alphabetmɔːˈt̪’ɑr
IPA modmɑːˈtɑʁ
Syllablemāṭar
Dictionmaw-TAHR
Diction Modma-TAHR
Usagerain
Part of speechn-m

ଯାତ୍ରା ପୁସ୍ତକ 9:33
ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।

ଯାତ୍ରା ପୁସ୍ତକ 9:34
ଯେତବେେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହାଇଗେଲା ସେ ପୁନ୍ନରାଯ ଅନ୍ଯାଯ କଲେ। ସେ ଏବଂ ତାଙ୍କର କର୍ମଚାରୀମାନେ ପୁଣି କଠାେର ହୃଦଯ ହେଲେ।

ଦିତୀୟ ବିବରଣ 11:11
ତୁମ୍ଭମାନେେ ୟର୍ଦ୍ଦନ ପାର ହାଇେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମଯ ଦେଶ ପକ୍ସ୍ଟଣି ତାହା ଆକାଶରକ୍ସ୍ଟ ବୃଷ୍ଟିଜଳ ପାନ କରେ।

ଦିତୀୟ ବିବରଣ 11:14
ଆମ୍ଭେ ଉପୟକ୍ସ୍ଟକ୍ତ ସମୟରେ ତକ୍ସ୍ଟମ୍ଭ ଦେଶ ରେ ବୃଷ୍ଟି କରାଇବ। ଅର୍ଥାତ୍ ଆଦ୍ଯବୃଷ୍ଟି ଓ ଶଷେବୃଷ୍ଟି କରିବା। ତହିଁରେ ତୁମ୍ଭେ ଆପଣା ଶସ୍ଯ ଓ ଆପଣା ଦ୍ରାକ୍ଷାରସ ଓ ଆପଣାର ତୈଳ ସଂଗ୍ରହ କରିପାରିବ।

ଦିତୀୟ ବିବରଣ 11:17
ଯଦି ତୁମ୍ଭମାନେେ ଏପରି କର, ତବେେ ସଦାପ୍ରଭୁଙ୍କର କ୍ରୋଦ୍ଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ଜଳିତ ହବେ। ଏବଂ ସେ ଆକାଶ ରୋଧ କଲେ ବର୍ଷା ହବେ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରକ୍ସ୍ଟ ତୁମ୍ଭମାନେେ ଶୀଘ୍ର ଉଚ୍ଛିନ୍ନ ହବେ।

ଦିତୀୟ ବିବରଣ 28:12
ଠିକ୍ ସମୟରେ ଉତ୍ତମ ବର୍ଷା ପ୍ରଦାନ କରିବାକୁ ସଦାପ୍ରଭୁ ତାଙ୍କର ଆକାଶର ଗନ୍ତାଘର ଖାଲିବେେ। ସଦାପ୍ରଭୁ ତୁମ୍ଭର ସମସ୍ତ କର୍ମ ରେ ଆଶୀର୍ବାଦ କରିବେ। ତୁମ୍ଭେ ଅନ୍ୟ ଗୋ୍ଟୀଯ ଲୋକମାନଙ୍କୁ ଋଣ ଦବେ। କିନ୍ତୁ ତୁମ୍ଭେ ସମାନଙ୍କେ ଠାରକ୍ସ୍ଟ କିଛି ଉଧାର ଆଣିବ ନାହିଁ।

ଦିତୀୟ ବିବରଣ 28:24
ସଦାପ୍ରଭୁ ତୁମ୍ଭକୁ ବର୍ଷା ଦବେେ ନାହିଁ। ଆକାଶରକ୍ସ୍ଟ କବଳେ ଧୂଳି ଓ ବାଲି ବର୍ଷା କରିବେ। ତୁମ୍ଭମାନଙ୍କର ଧ୍ବଂସ ହବୋ ପର୍ୟ୍ଯନ୍ତ ଏହିପରି ଲାଗି ରହିବ।

ଦିତୀୟ ବିବରଣ 32:2
ମାରେ ଉପଦେଶ ବର୍ଷାପରି ବର୍ଷିବ। ମାରେ ବାଣୀ ଶିଶିରପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତକ୍ସ୍ଟଲ୍ଯ ଓ ଶାକ ଉପରେ ଅସରା ବୃଷ୍ଟି ତକ୍ସ୍ଟଲ୍ଯ ହବେ।

ପ୍ରଥମ ଶାମୁୟେଲ 12:17
ବର୍ତ୍ତମାନ ଗହମ କାଟିବାର ସମୟ । କିନ୍ତୁ ମୁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଯେପରି ସେ ମେଘ ଗର୍ଜନ ଓ ବୃଷ୍ଟି ପଠାଇବେ। ସେଥିରକ୍ସ୍ଟ ତୁମ୍ଭମାନେେ ଜାଣିବ ଯେ, ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ତୁମ୍ଭେ ରାଜା ଦାବିକରି ବହକ୍ସ୍ଟତ ପାପ କରିଅଛ।

ପ୍ରଥମ ଶାମୁୟେଲ 12:18
ତେଣୁ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଡାକିଲେ, ସହେି ସମୟରେ ସଦାପ୍ରଭୁ ମେଘଗର୍ଜନ ଓ ବୃଷ୍ଟି ପଠାଇଲେ। ତେଣୁ ସବକ୍ସ୍ଟଲୋକ ସଦାପ୍ରଭୁ ଓ ଶାମୁୟେଲଙ୍କୁ ଭୟ କଲେ।

Occurences : 38

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்