Base Word | |
מִרְיָם | |
Short Definition | Mirjam, the name of two Israelitesses |
Long Definition | elder sister of Moses and Aaron |
Derivation | from H4805; rebelliously |
International Phonetic Alphabet | mɪrˈjɔːm |
IPA mod | miʁˈjɑːm |
Syllable | miryām |
Diction | mir-YAWM |
Diction Mod | meer-YAHM |
Usage | Miriam |
Part of speech | n-pr-f |
ଯାତ୍ରା ପୁସ୍ତକ 15:20
ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।
ଯାତ୍ରା ପୁସ୍ତକ 15:21
ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।
ଗଣନା ପୁସ୍ତକ 12:1
ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।
ଗଣନା ପୁସ୍ତକ 12:4
ହଠାତ୍ ସଦାପ୍ରଭୁ ମାଶାଙ୍କେୁ, ହାରୋଣଙ୍କୁ, ମରିଯମଙ୍କୁ କହିଲେ, ତୁମ୍ଭେ ତିନିଜଣ ବାହାର ହାଇେ ସମାଗମ ତମ୍ବୁ ନିକଟକୁ ଆସ।
ଗଣନା ପୁସ୍ତକ 12:5
ସେତବେେଳେ ସଦାପ୍ରଭୁ ମେଘ ସ୍ତମ୍ଭରୁ ଓହ୍ଲାଇ ସମାଗମ ତମ୍ବୁ ନିକଟରେ ଛିଡା ହେଲେ। ସେ ଡାକିଲେ, ହାରୋଣ ଓ ମରିଯମ! ତହୁଁ ସମାନେେ ବାହାର ହାଇେ ଆସିଲେ।
ଗଣନା ପୁସ୍ତକ 12:10
ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।
ଗଣନା ପୁସ୍ତକ 12:10
ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିଯମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ଯ ଶ୍ବତବେର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।
ଗଣନା ପୁସ୍ତକ 12:15
ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।
ଗଣନା ପୁସ୍ତକ 12:15
ତହୁଁ ମିରଯମ ସାତଦିନ ପର୍ୟ୍ଯନ୍ତ ଛାଉଣୀ ବାହା ରେ ରହିଲା। ସେ ପୁନର୍ବାର ଭିତରକୁ ନ ଆସିବା ୟାଏ ଲୋକମାନେ ୟାତ୍ରା କଲେ ନାହିଁ।
ଗଣନା ପୁସ୍ତକ 20:1
ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।
Occurences : 15
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்