Base Word
פַּח
Short Definitiona spring net (as spread out like a lamina)
Long Definitionbird trap, trap, snare
Derivationfrom H6351
International Phonetic Alphabetpɑħ
IPA modpɑχ
Syllablepaḥ
Dictionpa
Diction Modpahk
Usagegin, (thin) plate, snare
Part of speechn-m
Base Word
פַּח
Short Definitiona (metallic) sheet (as pounded thin)
Long Definitionbird trap, trap, snare
Derivationfrom H6351
International Phonetic Alphabetpɑħ
IPA modpɑχ
Syllablepaḥ
Dictionpa
Diction Modpahk
Usagegin, (thin) plate, snare
Part of speechn-m

ଯାତ୍ରା ପୁସ୍ତକ 39:3
ସମାନେେ ନୀଳ, ବାଇଗଣୀ ଓ ଲାଲ ରଂଗର ସୂତା ରେ ଝାଲରେି ବୁଣିବା ପାଇଁ ସମାନେେ ସୁବର୍ଣ୍ଣକୁ ପିଟିଲେ ଓ କାଟି େଛାଟ ସୂତା ରେ ପରିଣତ କଲେ।

ଗଣନା ପୁସ୍ତକ 16:38
ଏଣୁ ସେସବୁକୁ ପିଟାପାତ୍ର କରାଯାଉ ଓ ତାହା ୟଜ୍ଞବଦେୀର ଆଚ୍ଛାଦକ ନିମନ୍ତେ ବ୍ଯବହୃତ ହେଉ। ଏହିସବୁ ଇଶ୍ରାୟେଲ ସନ୍ତାନଗଣ ପ୍ରତି ଚିହ୍ନ ସ୍ବରୂପ ହବେ।

ଯିହୋଶୂୟ 23:13
ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବା ରେ ଓ ଘଉଡାଇ ଦବୋ ରେ ତୁମ୍ଭର ପକ୍ଷ ହବେେ ନାହିଁ। ଏହି ଲୋକମାନେ ତକ୍ସ୍ଟମ୍ଭ ପାଇଁ ଏକ ଫାଶ ପରି ହବେେ। ସମାନେେ ତକ୍ସ୍ଟମ୍ଭ ପିଠି ପାଇଁ ଗ୍ଭବକ୍ସ୍ଟକ୍ ପରି ଓ ତକ୍ସ୍ଟମ୍ଭ ଆଖି ପାଇଁ କଣ୍ଟା ପରି ହବେେ। ଯେପର୍ୟ୍ଯନ୍ତ ତୁମ୍ଭେ ସହେି ଉତ୍ତମ ଦେଶ ଛାଡିବା ପାଇଁ ବାଧ୍ଯ ନ ହାଇେଛ, ଯାହା ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଇେଥିଲେ।

ଆୟୁବ ପୁସ୍ତକ 18:9
ଗୋଟିଏ ୟନ୍ତା ତା'ର ପାଦକୁ ଧରିନବେ। ୟନ୍ତା ଭିତ ରେ ସେ ଦୃଢ଼ ଭାବରେ ରହିଯିବେ।

ଆୟୁବ ପୁସ୍ତକ 22:10
ବୋଧହୁଏ ସେଥିପାଇଁ ତୁମ୍ଭ ଚାରି କଡ଼ ରେ ଫାନ୍ଦ ବସାୟାଇଛି ଓ ହଠାତ୍ ବିପଦ ପଡ଼ିବାରୁ ତୁମ୍ଭେ ଭୟଭୀତ ହାଇେ ପଡ଼ିଛ।

ଗୀତସଂହିତା 11:6
ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 69:22
ସମାନଙ୍କେର ମଜେ ଖାଦ୍ୟରେ ପୂର୍ଣ୍ଣ ଥିଲା। ସମାନେେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ୟେ, ମୁଁ ଆଶଙ୍କା କଲି ସହେି ଖାଦ୍ୟ ସମାନଙ୍କେୁ ନଷ୍ଟ କରିବ।

ଗୀତସଂହିତା 91:3
ପରମେଶ୍ବର ତୁମ୍ଭକୁ ଗଭୀର ଜଳରୁ ରକ୍ଷା କରିବେ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।

ଗୀତସଂହିତା 119:110
ଦୁଷ୍ଟ ଲୋକମାନେ ସର୍ବଦା ମାେତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦଶେ କବେେ ଅବମାନନା କରି ନାହିଁ।

ଗୀତସଂହିତା 124:7
ଆମ୍ଭମାନେେ ହେଉଛୁ ଜାଲରେ ପଡ଼ିଥିବା ଚଢ଼ଇମାନଙ୍କେ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା'ନ୍ତି। ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭମାନେେ ରକ୍ଷା ପାଇଗଲୁ।

Occurences : 27

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்