Base Word
שָׁעַן
Short Definitionto support one's self
Long Definitionto lean on, trust in, support
Derivationa primitive root
International Phonetic Alphabetʃɔːˈʕɑn̪
IPA modʃɑːˈʕɑn
Syllablešāʿan
Dictionshaw-AN
Diction Modsha-AN
Usagelean, lie, rely, rest (on, self), stay
Part of speechv

ଆଦି ପୁସ୍ତକ 18:4
ମୁଁ କିଛି ଜଳ ରେ ଆପଣମାନଙ୍କୁ ପଦଧେ ୗତ କରିବି ଓ ଆପଣମାନେ ଏହି ବୃକ୍ଷ ମୂଳ ରେ ଟିକେ ବିଶ୍ରାମ କରନ୍ତୁ।

ଗଣନା ପୁସ୍ତକ 21:15
ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।

ବିଚାରକର୍ତାମାନଙ୍କ ବିବରଣ 16:26
ଜଣେ ସବେକ ଶାମ୍ଶାେନ୍ର ହାତ ଧରିଥିଲା। ଶାମ୍ଶାେନ୍ ସବେକଙ୍କକ୍ସ୍ଟ କହିଲେ, ମାେତେ ତୁମ୍ଭେ ମନ୍ଦିରର ମଝିଖକ୍ସ୍ଟଣ୍ଟି ନିକଟରେ ଛାଡ ମୁ ସହେି ମନ୍ଦିରକକ୍ସ୍ଟ ଧରିଥିବା ସ୍ତମ୍ଭକକ୍ସ୍ଟ ଅନକ୍ସ୍ଟଭବ କରିପାରିବି, ମୁ ସଗେକ୍ସ୍ଟଡିକ ଉପରେ ଆଉଜିବି।

ଦିତୀୟ ଶାମୁୟେଲ 1:6
ୟକ୍ସ୍ଟବକ ଜଣକ କହିଲା, ମୁ ଯେତବେେଳେ ଗିଲ୍ବୋଯ ପର୍ବତ ଉପରେ ଥିଲି, ମୁ ଦେଖିଲି, ଶାଉଲ ନିଜର ବର୍ଚ୍ଛା ଉପରେ ଆଉଜିଛନ୍ତି ଏବଂ ପଲେଷ୍ଟୀୟ ରଥସବୁ ଓ ଅଶ୍ବାରୋହୀମାନେ ତାଙ୍କର ପାଖକକ୍ସ୍ଟ ଆସକ୍ସ୍ଟଛନ୍ତି।

ଦିତୀୟ ରାଜାବଳୀ 5:18
ଏହା ପାଇଁ ସଦାପ୍ରଭୁ ମାେତେ କ୍ଷମା କରି ପାରନ୍ତି: ମାରେପ୍ରଭୁ ରିମ୍ମୋଣ ମନ୍ଦିର ରେ ପୂଜା କରିବା ପାଇଁ ୟିବା ବେଳେ ମାେ ଉପରେ ନତ ହବେେ, ତେଣୁ ମୁଁ ମଧ୍ଯ ରିମ୍ମୋଣ ମନ୍ଦିର ରେ ପ୍ରଣାମ କରିବି, ଯେତବେେଳେ ସେ ପ୍ରଣାମ କରନ୍ତି। ସଦାପ୍ରଭୁ ମାେତେ କ୍ଷମା କରିପାରନ୍ତି ଯେତବେେଳେ ଏହା ଘଟେ।

ଦିତୀୟ ରାଜାବଳୀ 7:2
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?

ଦିତୀୟ ରାଜାବଳୀ 7:17
ରାଜା ତାଙ୍କ ଅତି ନିକଟ ସନୋପତିଙ୍କୁ ନଗରଦ୍ବାର ରକ୍ଷା କରିବାକୁ ନିୟୁକ୍ତି କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲା ବେଳେ ସମାନେେ ସନୋପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତବେେଳେ ଇଲୀଶାୟ ଗୃହକୁ ୟାଇଥିଲେ ଇଲୀଶାୟ ଯାହା କହିଥିଲେ ତାହାହିଁ ସବୁ ଘଟିଲା।

ଦିତୀୟ ବଂଶାବଳୀ 13:18
ତେଣୁ ସହେି ସମୟରେ ଇଶ୍ରାୟେଲର ଲୋକମାନେ ପରାସ୍ତ ହେଲେ ଓ ଯିହୁଦାର ଲୋକମାନେ ବିଜଯୀ ହେଲେ। ଯିହୁଦାର ସୈନ୍ଯଦଳ ସମାନଙ୍କେ ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଉପରେ ନିର୍ଭର କରିଥିବାରୁ ବିଜଯଲାଭ କଲେ।

ଦିତୀୟ ବଂଶାବଳୀ 14:11
ଆସା ତାଙ୍କର ସଦାପ୍ରଭୁ ପରମେଶ୍ବରଙ୍କୁ ଡ଼ାକ ପକାଇଲେ ଓ କହିଲେ, ସଦାପ୍ରଭୁ, ତୁମ୍ଭ ପାଇଁ ଶକ୍ତିହୀନ ଲୋକଙ୍କୁ ସାହାୟ୍ଯ କରିବା ଯେତିକି ସହଜ ଶକ୍ତିଶାଳୀ ଲୋକଙ୍କୁ ସାହାୟ୍ଯ କରିବା ସତେିକି ସହଜ। ଆମ୍ଭମାନଙ୍କୁ ସାହାୟ୍ଯ କର। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ବର ଅଟ। ଏହି ବିଶାଳ ସୈନ୍ଯବାହିନୀ ବିପକ୍ଷ ରେ ଥିଲେ ହେଁ ଆମ୍ଭମାନେେ ତୁମ୍ଭ ଉପରେ ନିର୍ଭର କରୁ ! ତୁମ୍ଭେ ତୁମ୍ଭ ବିରୁଦ୍ଧ ରେ କାହାରିକୁ ଜଯ ଲାଭ କରିବାକୁ ଦିଅ ନାହିଁ।

ଦିତୀୟ ବଂଶାବଳୀ 16:7
ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।

Occurences : 22

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்