Psalm 115:17
ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ। ଯେଉଁମାନେ କବରରେ ଅଛନ୍ତି ସମାନେେ ନୀରବ ଅଟନ୍ତି।
Psalm 115:17 in Other Translations
King James Version (KJV)
The dead praise not the LORD, neither any that go down into silence.
American Standard Version (ASV)
The dead praise not Jehovah, Neither any that go down into silence;
Bible in Basic English (BBE)
The dead do not give praise to the Lord; or those who go down to the underworld.
Darby English Bible (DBY)
The dead praise not Jah, neither any that go down into silence;
World English Bible (WEB)
The dead don't praise Yah, Neither any who go down into silence;
Young's Literal Translation (YLT)
The dead praise not Jah, Nor any going down to silence.
| The dead | לֹ֣א | lōʾ | loh |
| praise | הַ֭מֵּתִים | hammētîm | HA-may-teem |
| not | יְהַֽלְלוּ | yĕhallû | yeh-HAHL-loo |
| the Lord, | יָ֑הּ | yāh | ya |
| neither | וְ֝לֹ֗א | wĕlōʾ | VEH-LOH |
| any | כָּל | kāl | kahl |
| that go down | יֹרְדֵ֥י | yōrĕdê | yoh-reh-DAY |
| into silence. | דוּמָֽה׃ | dûmâ | doo-MA |
Cross Reference
Psalm 6:5
ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର।
Psalm 31:17
ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମାେତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହବେେ। ସମାନେେ ନୀରବରେ କବରକୁ ଯିବେ।
Psalm 88:10
ତୁମ୍ଭେ କ'ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯା କର ? ମୃତ ଲୋକମାନେ କ'ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ ?
1 Samuel 2:9
ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସକ୍ସ୍ଟରକ୍ଷା କରନ୍ତି। ସେ ସମାନଙ୍କେୁ ଝକ୍ସ୍ଟଣ୍ଟିବାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାର ରେ ଝକ୍ସ୍ଟଣ୍ଟିପଡନ୍ତି ଓ ଧ୍ବଂସ ହକ୍ସ୍ଟଅନ୍ତି। ସମାନଙ୍କେର ଶକ୍ତି ସମାନଙ୍କେୁ ରକ୍ଷା କରିବା ପାଇଁ ସାହାୟ୍ଯ କରେ ନାହିଁ।
Psalm 30:9
ମୁଁ କହିଲି, ହେ ପ୍ରଭୁ କ'ଣ ଭଲ ହବେ ୟଦି ମୁଁ ମରିୟାଏ। ମୁଁ କବର ଭିତରକୁ ଗଲେ କ'ଣ ଲାଭ। ମୃତ ଲୋକମାନେ ସହେି ମାଟିର କବରରେ ଶୋଇ ରହନ୍ତି। ସମାନେେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସମାନେେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭମାନେେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
Isaiah 38:18
ପାତାଳ ତୁମ୍ଭକୁ ଧନ୍ଯବାଦ ଦଇେ ପାରିବ ନାହିଁ। ମୃତ୍ଯୁ ତୁମ୍ଭର ପ୍ରଶଂସାଗାନ କରିପାରିବ ନାହିଁ। ତେଣୁ ମର୍ତ୍ତଗାମୀମାନେ ତୁମ୍ଭର ବିଶ୍ବସ୍ତତା ଘୋଷଣା କରିବନେି।