Psalm 61:8
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।
So | כֵּ֤ן | kēn | kane |
will I sing praise | אֲזַמְּרָ֣ה | ʾăzammĕrâ | uh-za-meh-RA |
unto thy name | שִׁמְךָ֣ | šimkā | sheem-HA |
ever, for | לָעַ֑ד | lāʿad | la-AD |
that I may daily | לְֽשַׁלְּמִ֥י | lĕšallĕmî | leh-sha-leh-MEE |
נְדָרַ֗י | nĕdāray | neh-da-RAI | |
perform | י֣וֹם׀ | yôm | yome |
my vows. | יֽוֹם׃ | yôm | yome |
Cross Reference
Psalm 65:1
ହେ ସିୟୋନର ପରମେଶ୍ବର, ତୁମ୍ଭେ ପ୍ରଶଂସିତ ହବୋର ହକ୍ଦାର। ଆମ୍ଭମାନେେ ତୁମ୍ଭଠାରେ କରିଥିବା ପ୍ରତିଜ୍ଞା ପୂରଣ କରିବୁ।
Psalm 30:12
ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କବେେ ନୀରବରେ ବସି ରହିବି ନାହିଁ। ତଣେୁ ସବୁବେଳେ କହେି ନା କହେି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
Psalm 66:13
ତଣେୁ, ମୁଁ ତୁମ୍ଭ ପବିତ୍ର ମନ୍ଦିରକୁ ହାମବେଳି ନଇେ ଆସିବି। ଯେତବେେଳେ ମୁଁ ସଂଙ୍କଟରେ ଥିଲି, ମୁଁ ତୁମ୍ଭର ସାହାୟ୍ଯ ପାଇଁ ଅନୁ ରୋଧ କରିଥିଲି।
Psalm 71:22
ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
Psalm 79:13
ତା' ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମଷେପଲ ସର୍ବଦା ତୁମ୍ଭକୁ ଧନ୍ଯବାଦ ଦବେୁ। ପିଢ଼ୀ ପରେ ପିଢ଼ୀ, ତୁମ୍ଭେ ୟାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
Psalm 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।
Psalm 146:2
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।