Luke 22:58
ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।
John 6:7
ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।
Acts 5:34
କିନ୍ତୁ ସହେି ସଭା ରେ ଆଇନ ଶିକ୍ଷକ ଗମଲୀଯଲେ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହାଇେ ପ୍ ରରେିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ୟିବାପାଇଁ ଆଦେଶ ଦେଲେ।
Acts 27:28
ସମାନେେ ଗୋଟିଏ କଡ଼ ରେ ଓଜନ ଓହଳିଥିବା ଦଉଡ଼ି ସାହାୟ୍ଯ ରେ ମାପ କରି ସଠାେରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସମାନେେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ।
Hebrews 2:7
ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
Hebrews 2:9
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
Hebrews 13:22
ମାେ ଭାଇ ଓ ଭଉଣୀମାନେ !ମୁଁ କହିଥିବା କଥାଗୁଡ଼ିକୁ ର୍ଧୈୟ୍ଯପୂର୍ବକ ଶୁଣ ବୋଲି ମୁଁ ଅନୁ ରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்