No lexicon data found for Strong's number: 1110

Luke 2:44
ଦଳ ଭିତ ରେ ପୁଅ ଅଛି ଭାବି ୟୋ ସଫେ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସମାନେେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତ ରେ ଯୀଶୁଙ୍କୁ ଖାଜେିଲେ।

Luke 23:49
ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସଠାେରେ ଉପସ୍ଥିତ ଥିଲେ। ତା'ଛଡା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନକେ ସ୍ତ୍ରୀ ଲୋକ ସଠାେରେ ଥିଲେ। ସମାନେେ କୃଶଠାରୁ ଦୂର ରେ ଠିଆ ହାଇେ ଏସବୁ ଦେଖୁଥିଲେ।

John 18:15
ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯୀଶୁଙ୍କ ସହିତ ଗଲେ। ସହେି ଶିଷ୍ଯଜଣ ମହାୟାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାୟାଜକଙ୍କ ଘର ଅଗଣା ପର୍ୟ୍ଯନ୍ତ ଗଲେ।

John 18:16
କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।

Acts 1:19
ଏହି କଥା ୟିରୂଶାଲମ ବାସିନ୍ଦାମାନେ ସମସ୍ତେ ଜାଣିଲେ। ଏଣୁ ସମାନେେ ତାହାଙ୍କ ନିଜ ଭାଷା ରେ ଏହି ଜମିକୁ ହକଲ୍ଦମା ଅର୍ଥାତ୍ ରକ୍ତ କ୍ଷେତ୍ର ବୋଲି କହିଲେ।

Acts 2:14
ପିତର ସହେି ଏଗାରଜଣ ପ୍ ରରେିତ ସହ ଠିଆ ହାଇେ ସହେି ଲୋକମାନଙ୍କୁ ବଡ଼ ପାଟି ରେ କହିଲେ, ହେ ୟିଦୂଦୀୟମାନେ, ହେ ୟିରୂଶାଲମ ବାସିନ୍ଦାମାନେ, ସମସ୍ତେ ମାେ କଥା ଶୁଣ।

Acts 4:10
ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

Acts 4:16
ସମାନେେ କହିଲେ, ଏ ଲୋକମାନଙ୍କ ପ୍ରତି ଆମ୍ଭେ କ'ଣ କରିବା? ୟିରୁଶାଲମର ପ୍ରେତ୍ୟକକ ଲୋକ ଜାଣିଛନ୍ତି ଯେ, ସମାନେେ ଗୋଟିଏ ଅସାଧାରଣ କାର୍ୟ୍ଯ କରିଛନ୍ତି। ଆମ୍ଭେ ଏହା ଅସ୍ବୀକାର କରିପାରିବା ନାହିଁ।

Acts 9:42
ଏହି ଖବର ଯାଫୋର ଚ଼ାରିଆଡ଼େ ବ୍ଯାପିଗଲା। ଅନକେ ଲୋକ ପ୍ରଭୁଙ୍କ ପାଖ ରେ ବିଶ୍ବାସ କଲେ।

Acts 13:38
ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்