No lexicon data found for Strong's number: 1173

Matthew 23:6
ଭୋଜିମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନ ମାନ ପାଇବାକୁ ସମାନେେ ଭଲ ପାଆନ୍ତି।

Mark 6:21
କିଛି ଦିନ ପରେ େ ହରୋଦଙ୍କ ଜନ୍ମ ଦିନ ରେ ଯୋହନଙ୍କ ମୃତ୍ଯୁ ଘଟାଇବା ପାଇଁ ହରେୋଦିଆକୁ ଗୋଟିଏ ସୁଯୋଗ ମିଳିଗଲା। ତାହାଙ୍କର ଉଚ୍ଚ ଅଧିକାରୀ, ସନୋପତିଗଣ ଏବଂ ଗାଲିଲୀର ବିଶିଷ୍ଟ ବ୍ଯକ୍ତିମାନଙ୍କୁ େ ହରୋଦ ରାତ୍ରି ସମୟରେ ଭୋଜି ଦେଉଥାନ୍ତି।

Mark 12:39
ସମାଜ ଗୃହ ରେ ସମାନେେ ମହତ୍ବପୂର୍ଣ୍ଣ ଆସନ ରେ ବସିବାକୁ ଭଲପାଆନ୍ତି। ଭୋଜି ରେ ସମାନେେ, ଅତ୍ଯନ୍ତ ମହତ୍ବପୂର୍ଣ୍ଣ ସ୍ଥାନ ପାଇବାକୁ ଭଲପାଆନ୍ତି।

Luke 14:12
ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, ତୁମ୍ଭେ କାହାରିକୁ ଦିନ ରେ ବା ରାତି ରେ ଖାଇବାକୁ ନିମନ୍ତ୍ରଣ କଲୋ ବେଳେ କବଳେ ତୁମ୍ଭର ଭାଇ ବନ୍ଧୁ କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡିକ ନାହିଁ। କାରଣ ଅନ୍ୟ ବେଳେ ସମାନେେ ମଧ୍ଯ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତବେେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇୟିବ।

Luke 14:16
ଯୀଶୁ ସହେି ଲୋକକୁ କହିଲେ, ଥରେ ଜଣେ ଲୋକ ଗୋଟିଏ ବଡ ରାତ୍ରିଭୋଜିର ବ୍ଯବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ।

Luke 14:17
ଖାଇବା ସମୟ ହବୋରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଚାକରକୁ ପଠାଇଲେ: 'ଆସନ୍ତୁ, ଭୋଜନ ପ୍ରସ୍ତୁତି ହାଇେ ଗଲାଣି।'

Luke 14:24
ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲା, ସମାନଙ୍କେ ମଧ୍ଯରୁ ଜଣେ ହେଲେ ମଧ୍ଯ ମାେ ସହିତ ଆଉ କବେେ ହେଁ ଭୋଜି ଖାଇବେ ନାହିଁ।'

Luke 20:46
ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।

John 12:2
ସଠାେରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହାଇେଥିଲା। ମାର୍ଥା ଖାଦ୍ୟ ପରିବଷେଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧିଅରେ ଲାଜାର ମଧ୍ଯ ଖାଉଥିଲେ।

John 13:2
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।

Occurences : 16

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்