Matthew 14:36
ଲୋକମାନେ ଯୀଶୁଙ୍କୁ ଅନୁ ରୋଧ କଲେ ଯେ, ରୋଗୀମାନେ ଯେପରି ସୁସ୍ଥ ହାଇଯୋଆନ୍ତି, ସେଥିପାଇଁ ସେ ସମାନଙ୍କେୁ ତାହାଙ୍କୁ ବସ୍ତ୍ରର ଧାରଟି କବଳେ ଛୁଇଁବାକୁ ଅନୁମତି ଦିଅନ୍ତୁ। ଯେଉଁ ରୋଗୀମାନେ ତାହା ଛୁଇଁଲେ, ସମାନେେ ସମସ୍ତେ ସୁସ୍ତ ହାଇଗେଲେ।
Luke 7:3
ଶତ ସନୋପତି ଜଣକ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କ ପାଖକୁ କେତକେ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଚାହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଚାକରଟିର ଜୀବନ ରକ୍ଷା କରିଦିଅନ୍ତୁ।
Acts 23:24
ନିରାପଦ ରେ ୟିବା ପାଇଁ କେତକେ ଘାଡ଼ୋକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ଯପାଳ ଫଲେୀକ୍ସଙ୍କ ପାଖ ରେ ଉପସ୍ଥିତ କରାଅ।
Acts 27:43
କିନ୍ତୁ ସନୋ ଅଧିକାରୀ ୟୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଚାହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦବୋ ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡ଼ଇେଁ ପଡ଼ି ପହଁରି ପହଁରି କୂଳକୁ ୟିବା ପାଇଁ ଆଦେଶ ଦେଲେ।
Acts 27:44
ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭଳୋ ସାହାୟ୍ଯ ରେ କୂଳକୁ ୟିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦ ରେ କୂଳ ରେ ଆସି ପହନ୍ଚିଲେ। କାହାର ମୃତ୍ଯୁ ହେଲା ନାହିଁ।
Acts 28:1
ଆମ୍ଭେ ନିରାପଦ ରେ କୂଳ ରେ ପହଞ୍ଚିବା ପରେ ଜାଣିଲୁ ଯେ, ସହେି ଉପଦ୍ବୀପର ନାମ ମଲେିତୀ। ସେତବେେଳେ ବର୍ଷା ହେଉଥିଲା।
Acts 28:4
ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।
1 Peter 3:20
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்