John 5:3
ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପଗୁଡିକରେ ପଡିରହୁଥିଲେ। ସମାନଙ୍କେ ମଧ୍ଯରୁ କେତକେ ଅନ୍ଧ, େଛାଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।
Acts 17:16
ପାଉଲ ଆଥୀନୀ ନଗର ରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥାଆନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହାଇେଥିବାର ଦେଖି ସେ ହୃଦୟ ରେ ଅତି ମାତ୍ରା ରେ ବିବ୍ରତ ହାଇେ ପଡ଼ିଲେ।
1 Corinthians 11:33
ଅତଏବ, ହେ ଭାଇ ଓ ଭଉଣୀମାନେ ଯେତବେେଳେ ଭୋଜନ କରିବା ପାଇଁ ତୁମ୍ଭମାନେେ ଏକାଠି ଆସିଛ, ପରସ୍ପର ଏକଆ ରକେ ଲାଗି ଅପେକ୍ଷା କର।
1 Corinthians 16:11
ଅତଏବ ତୀମଥିଙ୍କୁ କହେି ଯେପରି ଗ୍ରହଣ କରିବାକୁ ମନା ନ କରେ। ସେ ଯେପରି ମାେ ପାକରେ ଆସି ପହଁଞ୍ଚିବେ ଏଥିପାଇଁ ତାହାଙ୍କୁ ଶାନ୍ତି ପୂର୍ବକ ୟିବା ରେ ସାହାୟ୍ଯ କର। ମୁଁ ଅନ୍ୟ ଭାଇମାନଙ୍କ ସହିତ ତାହାଙ୍କ ଫରେିବା ବାଟକୁ ଚାହିଁ ବସିଛି।
Hebrews 10:13
ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।
Hebrews 11:10
ପରମେଶ୍ବରଙ୍କଠାରୁ ସହେି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ320 ର ଅପେକ୍ଷା ରେ ଥିଲେ। ପରମେଶ୍ବର ସ୍ବଯଂ ସହେି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
James 5:7
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
1 Peter 3:20
ବହୁ ପୂର୍ବରୁ ନୋହଙ୍କ ସମୟରେ ଏହି ଆତ୍ମାଗୁଡ଼ିକ ପରମେଶ୍ବରଙ୍କ ଅବାଧ୍ଯ ହାଇେଥିଲେ। ନୋହ ତାହାଙ୍କ ଜାହାଜ ତିଆରି କଲା ପର୍ୟ୍ଯନ୍ତ ପରମେଶ୍ବର ର୍ଧୈୟ୍ଯ ସହିତ ଅପେକ୍ଷା କରୁଥିଲେ। ସହେି ଜାହାଜ ରେ ଅଳ୍ପ କେତେ ଜଣ, ମାତ୍ର ଆଠ ଜଣ ଜଳରୁ ରକ୍ଷା ପାଇପାରିଲେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்