No lexicon data found for Strong's number: 1781

Matthew 4:6
ଶୟତାନ କହିଲା, ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:

Matthew 15:4
ପରମେଶ୍ବର କହିଛନ୍ତି: 'ତୁମ୍ଭେ ପିତାମାତାଙ୍କୁ ସମ୍ମାନ ଦିଅ, କିନ୍ତୁ ଯେଉଁଲୋକ ପିତାମାତାଙ୍କୁ ଅପମାନିତ କରେ, ତାକୁ ବଧ କରାୟିବା ଉଚିତ।'

Matthew 17:9
ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।

Matthew 19:7
ଫାରୂଶୀମାନେ ପଚ଼ାରିଲେ, ତବେେ ଜଣେ ପୁରୁଷ ଛାଡ଼ପତ୍ର ଲେଖି ନିଜ ସ୍ତ୍ରୀକୁ ଛାଡ଼ି ଦଇେ ପାରିବ ବୋଲି ମାଶାେ କାହିଁକି ଆଦେଶ ଦଇେଛନ୍ତି?

Matthew 28:20
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

Mark 10:3
ଯୀଶୁ କହିଲେ, ମାଶାେ ତୁମ୍ଭମାନଙ୍କୁ କ'ଣ ଆଜ୍ଞା ଦଇେଛନ୍ତି?

Mark 11:6
ଶିଷ୍ଯମାନଙ୍କୁ ଯୀଶୁ ଯାହା କହିବା ପାଇଁ କହିଥିଲେ, ଶିଷ୍ଯମାନେ ଲୋକମାନଙ୍କୁ ତାହା କହିଲେ। ତା'ପରେ ଲୋକମାନେ ଗଧଛୁଆ ସହ ସମାନଙ୍କେୁ ଛାଡି ଦେଲେ।

Mark 13:34
ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।

Luke 4:10
ଶାସ୍ତ୍ର ରେ ଲଖାେଅଛି:

John 8:5
ମାଶାଙ୍କେର ବ୍ଯବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ୟ୍ଯ କରୁଥିବା ପ୍ରେତ୍ୟକକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡି ମାରି ଦବୋ ଉଚିତ। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ ବୋଲି ଆପଣ କହୁଛନ୍ତି?

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்