No lexicon data found for Strong's number: 1836

Luke 7:11
ତା'ପର ଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ଯମାନେ ଓ ବହୁ ସଂଖ୍ଯା ରେ ଅନ୍ୟ ଲୋକମାନେ ଯାଉଥିଲେ।

Luke 9:37
ତା' ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁସଂଖ୍ଯା ରେ ଲୋକେ ଆସି ଯୀଶୁଙ୍କୁ ଭଟେିଲେ।

Acts 21:1
ଆମ୍ଭମାନେେ ସମାନଙ୍କେଠାରୁ ବିଦାୟ ନଲେୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ବୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସଠାରୁେ ରୋଦା ଉପଦ୍ବୀପକୁ ଆସିଲୁ। ପୁଣି ସଠାରୁେ ଆମ୍ଭେ ପାତାରା ରେ ପହଞ୍ଚିଲୁ।

Acts 25:17
ତେଣୁ ଏହି ଯିହୂଦୀୟମାନେ ବିଚ଼ାର ପାଇଁ କାଇସରୀଆକୁ ଆଣିବାର ମୁଁ ସମୟ ନଷ୍ଟ ନକରି ତହିଁ ଆରଦିନ ବିଚ଼ାର ସ୍ଥାନ ରେ ବସିଲି ଓ ସହେି ଲୋକକୁ ବିଚ଼ାରାଳୟକୁ ଆଣିବା ପାଇଁ ଆଦେଶ ଦଲେି।

Acts 27:18
ତହିଁ ଆରଦିନ ସମାନେେ ଝଡ଼ ପ୍ରବଳ ବଗେ ରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ର ରେ ପକଇେ ଦେଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்