No lexicon data found for Strong's number: 1869

Matthew 17:8
ଶିଷ୍ଯମାନେ ଉପରକୁ ଚାହିଁଲେ। ସମାନେେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।

Luke 6:20
ଶିଷ୍ଯମାନଙ୍କ ଆଡକୁ ଚାହିଁ ଯୀଶୁ କହିଲେ,

Luke 11:27
ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡି ଉଚ୍ଚ ସ୍ବର ରେ କହିବାକୁ ଲାଗିଲା, ଧନ୍ଯ ତୁମ୍ଭର ମାଆ। କାରଣ ସେ ତୁମ୍ଭକୁ ଜନ୍ମ ଦଇେଛନ୍ତି ଓ କ୍ଷୀରପାନ କରାଇଛନ୍ତି।

Luke 16:23
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।

Luke 18:13
କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।

Luke 21:28
ଯେତବେେଳେ ଏସବୁ ଘଟଣା ଘଟିବା ଆରମ୍ଭ ହାଇଯେିବ, ତୁମ୍ଭମାନେେ ଭୟ କରିବନାହିଁ। ଉପରକୁ ଚାହିଁ ଖୁସି ହବେ, ଆଦୌ ବ୍ଯସ୍ତ ହବେନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହାଇଗେଲାଣି ବୋଲି ଏଥିରୁ ଜାଣିବ।

Luke 24:50
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।

John 4:35
ତୁମ୍ଭମାନେେ ଯେତବେେଳେ କିଛି ରୋପଣ କର ସେତବେେଳେ ତୁମ୍ଭେ ସର୍ବଦା କୁହ, 'ଶସ୍ଯ କଟା ହବୋ ପାଇଁ ଆହୁରି ଚାରି ମାସ ବାକି ଅଛି।' କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସମାନେେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ଯ ଅଟନ୍ତି।

John 6:5
ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?

John 13:18
ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'

Occurences : 19

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்