Mark 16:20
ତା'ପରେ ପ୍ ରରେିତମାନେ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସମାନଙ୍କେୁ ସାହାୟ୍ଯ କଲେ। ପ୍ରଭୁ ପ୍ରମାଣିତ କରି ଦେଲେ ଯେ, ପ୍ ରରେିତମାନେ ଯେଉଁ ସୁସମାଚାର ପ୍ରଚାର କରୁଥିଲେ ତାହା ସତ୍ଯ। ପ୍ରଭୁ ସମାନଙ୍କେୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରି ଦେଲେ।
1 Timothy 5:10
ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।
1 Timothy 5:24
କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହାଇେ ଦଖାଯାେଏ କାରଣ ସମାନଙ୍କେର ବିଚାର ହବେ ବୋଲି ସମାନଙ୍କେର ପାପଗୁଡ଼ିକ ଆଗତୁରା ଦଖାଯାେଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ।
1 Peter 2:21
ଏହା କରିବାକୁ ତୁମ୍ଭେ ଆହ୍ବାନ ପାଇଛ। ତୁମ୍ଭେ ଅନୁସରଣ କରିବା ପାଇଁ ଖ୍ରୀଷ୍ଟ ଏକ ଉଦାହରଣ ଦଖାଇେ ଦଇଯୋଇଛନ୍ତି। ସେ ଯାହା କରିଥିଲେ, ତୁମ୍ଭେ ତାହା କରିବା ଉଚିତ୍। ସେ ତୁମ୍ଭ ପାଇଁ ଯାତନା ସହି ଥିବାରୁ, ତୁମ୍ଭେ ମଧ୍ଯ କଷ୍ଟ ଭୋଗିଲା ବେଳେ ର୍ଧୈୟ୍ଯଶୀଳ ହବୋ ଉଚିତ।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்