No lexicon data found for Strong's number: 1913

Luke 10:34
ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତ ରେ ତଲେ ଓ ଅଙ୍ଗୁର ରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖ ରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନଇଗେଲେ। ଚଟିଘ ରେ ସେ ଆହତ ଲୋକଟିର ଯତ୍ନ ନେଲେ।

Luke 19:35
ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।

Acts 23:24
ନିରାପଦ ରେ ୟିବା ପାଇଁ କେତକେ ଘାଡ଼ୋକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ଯପାଳ ଫଲେୀକ୍ସଙ୍କ ପାଖ ରେ ଉପସ୍ଥିତ କରାଅ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்