Base Word
ἐρωτάω
Short Definitionto interrogate; by implication, to request
Long Definitionto question
Derivationapparently from G2046 (compare G2045)
Same asG2045
International Phonetic Alphabetɛ.roˈtɑ.o
IPA mode̞.rowˈtɑ.ow
Syllableerōtaō
Dictioneh-roh-TA-oh
Diction Moday-roh-TA-oh
Usageask, beseech, desire, intreat, pray

Matthew 15:23
ଯୀଶୁ ତାକୁ ପଦେ ହେଲେ କିଛି କହିଲେ ନାହିଁ। ତେଣୁ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସିଲେ ଓ ଅନୁରୋଧ କଲେ, ସେ ଆମ୍ଭ ପେଛ ପେଛ ପାଟି କରି ଆସୁଛି। ତାକୁ ଚାଲି ୟିବାକୁ କହି ଦିଅନ୍ତୁ।

Matthew 16:13
ଯୀଶୁ କାଇସରିଯା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ଯମାନଙ୍କୁ କହିଲେ, ମୁଁ ହେଉଛି ମନୁଷ୍ଯପୁତ୍ର ମୁଁ କିଏ ବୋଲି ଲୋକେ ମାେ ବିଷୟ ରେ କ'ଣ କହୁଛନ୍ତି?

Matthew 21:24
ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ତୁମ୍ଭମାନେେ ଯଦି ମାେ ପ୍ରଶ୍ନର ଉତ୍ତର ଦଇେ ପାରିବ, ତବେେ ମୁଁ କହିବି ଯେ ଏଭଳି କାମ କରିବାକୁ ମାରେ କେଉଁ ଅଧିକାର ରହିଛି।

Mark 4:10
ପରେ ଯେତବେେଳେ ଯୀଶୁ ଏକୁଟିଆ ଥିଲେ, ସେତବେେଳେ ତାହାଙ୍କର ବାର ଜଣ ଯାକ ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ ତାହାଙ୍କୁ ଦୃଷ୍ଟାନ୍ତ ସମ୍ବନ୍ଧ ରେ ପଚାରିଲେ।

Mark 7:26
ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସିରିଆର ଫୈନିକିଯାଠା ରେ ଜନ୍ମ ହାଇେଥିଲା। ସେ ତା' ଝିଅ ଠାରୁ ଭୂତକୁ ବାହାର କରି ଦବୋ ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା।

Luke 4:38
ଯୀଶୁ ସମାଜଗୃହ ଛାଡି ଶିମାନଙ୍କେ ଘରକୁ ଗଲେ। ଶିମାନଙ୍କେ ଶାଶୁଙ୍କୁ ଭୟଙ୍କର ଜ୍ବର ହାଇେଥିଲା। ସମାନେେ ଯୀଶୁଙ୍କୁ, ତାହାଙ୍କୁ ସାହାୟ୍ଯ କରିବା ପାଇଁ କହିଲେ।

Luke 5:3
ଯୀଶୁ ସେଥିରୁ ଗୋଟିଏ ଡଙ୍ଗା ରେ ଚଢିଗଲେ। ସେ ଡଙ୍ଗାଟି ଶିମାନେ ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନାବାକୁ ଶିମାନଙ୍କେୁ କହିଲେ। ତା'ପରେ ସେ ଡଙ୍ଗାଟି ରେ ବସି ପଡିଲେ ଓ ସହେି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦବୋକୁ ଲାଗିଲେ।

Luke 7:3
ଶତ ସନୋପତି ଜଣକ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କ ପାଖକୁ କେତକେ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଚାହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଚାକରଟିର ଜୀବନ ରକ୍ଷା କରିଦିଅନ୍ତୁ।

Luke 7:36
ଫାରୁଶୀମାନଙ୍କ ମଧ୍ଯରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସହେି ଫାରୁଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।

Luke 8:37
ସେ ଅଞ୍ଚଳର ସମସ୍ତ ଲୋକ ଯୀଶୁଙ୍କୁ ସହେି ସ୍ଥାନରୁ ଚାଲିୟିବାପାଇଁ ଅନୁ ରୋଧ କଲେ। କାରଣ ସମାନେେ ସମସ୍ତେ ବହୁତ ଡରି ଯାଇଥିଲେ। ତେଣୁ ଯୀଶୁ ଡଙ୍ଗା ରେ ବସି ଗାଲିଲୀ ଫରେିଗଲେ।

Occurences : 58

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்