No lexicon data found for Strong's number: 2100

Hebrews 11:5
ବିଶ୍ବାସ ହତେୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କବେବେି ମୃତ୍ଯୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁ ହେ ଯେ, ହନୋକଙ୍କୁ ଉଠାଇ ନଇେ ୟିବା ପୂର୍ବରୁ ସେ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖାଜେି ପାରିଲେ ନାହିଁ, କାରଣ ପରମେଶ୍ବର ହନୋକଙ୍କୁ ନିଜ ସହିତ ରହିବା ଲାଗି ନଇଗେଲେ।

Hebrews 11:6
ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।

Hebrews 13:16
ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்