No lexicon data found for Strong's number: 2111

Luke 9:62
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦଇେ ପଛକୁ ଚା ହେଁ, ସେ ପରମେଶ୍ବରଙ୍କ ରାଜ୍ଯ ପ୍ଇଁ ଯୋଗ୍ଯ ନୁହେଁ।

Luke 14:35
ଏ ହକେୁ ତୁମ୍ଭମାନେେ ଏପରିକି ମାଟି ପାଇଁ ବା ଖତସାର ପାଇଁ ମଧ୍ଯ ବ୍ଯବହାର କରି ପାରିବନାହିଁ। ଲୋକେ ତାକୁ ଫୋପାଡି ଦିଅନ୍ତି।

Hebrews 6:7
ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ଯ ଉତ୍ପନ୍ନ କରିବା ନିମନ୍ତେ ସହେି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସହେି କ୍ଷେତ୍ର ଲୋକମାନଙ୍କ ପାଇଁ ଉପ ଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ବରଙ୍କର ଆଶୀର୍ବାଦ ପାଏ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்