Matthew 19:12
କେତକେ ଲୋକ କାହିଁକି ବିବାହ କରିପାରନ୍ତି ନାହିଁ, ତାର ବିଭିନ୍ନ କାରଣ ଅଛି। ମାତୃଗର୍ଭରୁ କେତକେ ଲୋକ ନଫୁସକ ହାଇେ ଜନ୍ମ ହାଇେଥାନ୍ତି। କେତକେ ଲୋକ ଅନ୍ୟମାନଙ୍କ ଦ୍ବାରା ପରବର୍ତ୍ତୀ ସମୟରେ ନଫୁସକ ରୋଇଯାଇଥାନ୍ତି। ଆଉ କେତକେ ଲୋକ ସ୍ବର୍ଗରାଜ୍ଯ ପାଇଁ ବିବାହ କରି ନଥାଆନ୍ତି। କିନ୍ତୁ ଯେଉଁ ଲୋକ ବିବାହ କରିପାରିବ, ସେ ବିବାହ ସମ୍ବନ୍ଧୀୟ ଏହି ଉପଦେଶ ଗ୍ରହଣ କରିବା ଉଚ଼ିତ

Acts 8:27
ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।
Acts 8:34
ନଫୁସକ ଫିଲିପ୍ପଙ୍କୁ କହିଲେ, ମାେତେ ଦୟାକରି କୁହ, କାହା ବିଷୟ ରେ ଭବିଷ୍ଯଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟ ରେ କହୁଛନ୍ତି ନା ଆଉ କାହା ବିଷୟ ରେ କହୁଛନ୍ତି?
Acts 8:36
ସମାନେେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗା ରେ ପହନ୍ଚିଲେ, ଓ ନଫୁସକ ଜଣକ କହିଲେ, ଦେଖ, ଏଠା ରେ ତ ଜଳ ଅଛି।
Acts 8:38
ତା'ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା'ପରେ ଫିଲିପ୍ପ ଓ ନଫୁସକ ଦୁ ହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ.
Acts 8:39
ସମାନେେ ଦୁ ହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନଇଗେଲେ। ନଫୁସକ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ। ସେ ଖୁସି ରେ ତାହାଙ୍କ ବାଟରେ ଚ଼ାଲିଗଲେ।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்