No lexicon data found for Strong's number: 2198

Matthew 4:4
ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3

Matthew 9:18
ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।

Matthew 16:16
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।

Matthew 22:32
ପରମେଶ୍ବର କହିଛନ୍ତି, 'ମୁଁ ଅବ୍ରହାମଙ୍କ ପରମେଶ୍ବର, ଇସ୍ହାକଙ୍କ ପରମେଶ୍ବର ଓ ଯାକୁବଙ୍କ ପରମେଶ୍ବର ଅଟେ।' ଯଦି ନିଜେ ପରମେଶ୍ବର କହିଛନ୍ତି ଯେ ସେ ସମାନଙ୍କେର ପରମେଶ୍ବର, ତବେେ ସମାନେେ ବାସ୍ତବ ରେ ମୃତ ନୂହଁନ୍ତି। କାରଣ ପରମେଶ୍ବର ମୃତ ଲୋକମାନଙ୍କର ପରମେଶ୍ବର ନୁହଁନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।

Matthew 26:63
ଯୀଶୁ କିନ୍ତୁ ଚୁପ୍ ରହିଲେ।

Matthew 27:63
ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'

Mark 5:23
ସେ କାକୁତି ମିନତି ହାଇେ ଯୀଶୁଙ୍କୁ ଭିକ୍ଷା ମାଗିଲେ, ମାରେ େଛାଟ ଝିଅ ମରିବା ଉପରେ। ଦୟା କରି ଆପଣ ଆସି ତା' ଉପରେ ହାତ ରଖନ୍ତୁ, ତା ହେଲେ ସେ ସୁସ୍ଥ ହାଇଯେିବ ଓ ଜୀବନ ପାଇବ।

Mark 12:27
ଯଦି ପରମେଶ୍ବର କହିଛନ୍ତି ଯେ, ସେ ସମାନଙ୍କେର ପରମେଶ୍ବର, ତବେେ ପ୍ରକୃତ ରେ ଏ ଲୋକମାନେ ମୃତ ନୁହଁନ୍ତି। କାରଣ ସେ ମୃତମାନଙ୍କର ପରମେଶ୍ବର ନୁହଁନ୍ତି। ବରଂ ସେ ଜୀବିତମାନଙ୍କର ପରମେଶ୍ବର। ହେ ସାଦ୍ଦୁକୀମାନେ, ତୁମ୍ଭମାନେେ ବଡ ଭ୍ରମ ରେ ପଡିଛ।

Mark 16:11
ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।

Luke 2:36
ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।

Occurences : 142

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்