Matthew 11:29
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।
Matthew 11:30
ଯେଉଁ କାର୍ୟ୍ଯ ମୁଁ ତୁମ୍ଭକୁ ଗ୍ରହଣ କରିବାକୁ କହୁଛି, ତାହା ସହଜ। ଏବଂ ଯେଉଁ ବୋଝ ତୁମ୍ଭ ଉପରେ ରଖୁଛି, ତାହା ହାଲୁକା।
Acts 15:10
ତେଣୁ, ତୁମ୍ଭମାନେେ କାହିଁକି ଶିଷ୍ଯମାନଙ୍କ କାନ୍ଧ ରେ ୟୁଆଳି ରଖି ପରମେଶ୍ବରଙ୍କୁ ପରୀକ୍ଷା କରୁଛ? ଆମ୍ଭମାନେେ କିମ୍ବା ଆମ୍ଭର ପୂର୍ବପୁରୁଷମାନେ ତ ଏହି ୟୁଆଳି ଭାର ସହି ପାରିଲେ ନାହିଁ।
Galatians 5:1
ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
1 Timothy 6:1
କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦବୋ ଉଚିତ। ସମାନେେ ସପରେି କଲେ ପରମେଶ୍ବରଙ୍କ ନାମ ଏବଂ ଖ୍ରୀଷ୍ଟିଯାନ ଉପଦେଶଗୁଡ଼ିକ ସମାଲୋଚିତ ହବେ ନାହିଁ।
Revelation 6:5
ତା'ପରେ ମଷେଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତବେେଳେ ତୃତୀୟ ଜୀବିତପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, ଆସ। ସେତବେେଳେ ମାେ ସମ୍ମୁଖ ରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆ ରୋହୀଙ୍କ ହାତ ରେ ଗୋଟିଏ ତରାଜୁ ଥିଲା।
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்