Matthew 22:16
ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।
Mark 12:14
ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?
John 3:33
ସେ କହୁଥିବା କଥା ଗୁଡିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ବର ଯାହା କହନ୍ତି ତାହା ସତ୍ଯ।
John 4:18
ପ୍ରକୃତ ରେ ତୁମ୍ଭର ପାଞ୍ଚଜଣ ସ୍ବାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ବାମୀ ନୁହେଁ। ତୁମ୍ଭେ ମାେତେ ସତ୍ଯ କହିଲ।
John 5:31
ମୁଁ ଯଦି ଲୋକମାନଙ୍କୁ ମାେ ନିଜ ବିଷୟ ରେ କୁ ହେ, ଓ ସମାନଙ୍କେୁ ମାରେ ସାକ୍ଷ୍ଯ ଦିଏ, ସମାନେେ ମାରେ ସାକ୍ଷ୍ଯ ଗ୍ରହଣ କରିବେ ନାହିଁ।
John 5:32
କିନ୍ତୁ ଅନ୍ୟ ଜଣେ ଅଛନ୍ତି, ୟିଏକି ଲୋକମାନଙ୍କୁ ମାରେ ବିଷୟ ରେ ସାକ୍ଷ୍ଯ ଦିଅନ୍ତି। ଏବଂ ମୁଁ ଜାଣେ, ମାେ ବିଷୟ ରେ ସେ ଯାହା କହନ୍ତି, ତାହା ସବୁ ସତ୍ଯ।
John 7:18
ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଚାର କରେ, ସେ ନିଜ ପାଇଁ ସମ୍ମାନ ଚା ହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ ରରଣକେର୍ତ୍ତାଙ୍କର ସମ୍ମାନ ଚା ହେଁ ସେ ସତ୍ଯ କ ହେ। ତା' ପାଖ ରେ କିଛି ମିଥ୍ଯା ନାହିଁ।
John 8:13
କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, ତୁମ୍ଭେ ଯେତବେେଳେ ତୁମ୍ଭ ନିଜ ସାକ୍ଷ୍ଯ ହେଉଛ, ସେତବେେଳେ ତୁମ୍ଭେ କବଳେ ଏସବୁ କଥା ସତ୍ଯ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରିପାରିବୁ ନାହିଁ।
John 8:14
ଯୀଶୁ ଉତ୍ତର ଦେଲେ, ହଁ, ମୁଁ ମାେ ବିଷୟ ରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ବାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡେ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।
John 8:16
କିନ୍ତୁ ମୁଁ ଯଦି ବିଚାର କରେ, ତବେେ ମାେ ବିଚାର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମାେ ସହିତ ମାରେ ପ୍ ରରଣକେର୍ତ୍ତା ପରମପିତା ଅଛନ୍ତି।
Occurences : 25
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்