Matthew 27:35
ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।
Luke 7:25
ତା'ନ ହେଲେ, ତୁମ୍ଭେ କ'ଣ ଦେଖିବାକୁ ସଠାେକୁ ଯାଇଥିଲ? କ'ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମାଦେପ୍ରମାଦେ ରେ ଜୀବନ କଟାନ୍ତି, ସମାନେେ ତ ରାଜାଙ୍କ ପ୍ରାସାଦ ମାନଙ୍କ ରେ ଥାଆନ୍ତି।
Luke 9:29
ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।
John 19:24
ତେଣୁ ସମାନେେ ପରସ୍ପର କଥା ହେଲେ, ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଳାବାଣ୍ଟ କରିବା ଉଚିତ। ଏହାଦ୍ବାରା ଧର୍ମଶାସ୍ତ୍ରର ଉକ୍ତି ସତ୍ଯ ହେଲା:
Acts 20:33
ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତବେେଳେ ମୁଁ କବେେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦଖାଇେ ନାହିଁ।
1 Timothy 2:9
ମୁଁ ଏହା ମଧ୍ଯ ଚା ହେଁ ଯେ ସ୍ତ୍ରୀ ଲୋକମାନେ ଏପରି ପୋଷାକ ପିନ୍ଧନ୍ତୁ, ଯାହା ସମାନଙ୍କେ ପାଇଁ ଉପୟୁକ୍ତ। ଉତ୍ତମ ମନୋଭାବ ସହିତ ସମ୍ମାନନୀୟ ଭାବରେ ନିଜକୁ ସଜାନ୍ତୁ। ନିଜକୁ ସୁନ୍ଦର ଦଖାଇବୋ ଲାଗି ବେଶୀ ବାନ୍ଧନ୍ତୁ ନାହିଁ, ସୁନା, ରତ୍ନ ଓ ଦାମିକା ଲୁଗାର ବ୍ଯବହାର କରନ୍ତୁ ନାହିଁ।
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்