Matthew 20:12
ସମାନେେ କହିଲେ, 'ଶଷେ ରେ ଆସିଥିବା ଶ୍ରମିକମାନେ ମାତ୍ର ଗୋଟିଏ ଘଣ୍ଟା କାମ କରିଛନ୍ତି। ଆମ୍ଭେ ଖରା ରେ ଦିନସାରା କଠିନ ପରିଶ୍ରମ କରିଛୁ। କିନ୍ତୁ ଆପଣ ସମାନଙ୍କେୁ ଯେତିକି ମଜୁରୀ ଦେଲେ, ଆମ୍ଭକୁ ମଧ୍ଯ ସତେିକି ମଜୁରୀ ଦେଲେ!'
Mark 14:56
ଅନକେ ଲୋକ ଆସି ଯୀଶୁଙ୍କ ବିରୁଦ୍ଧ ରେ ମିଛ ସାକ୍ଷ୍ଯ ଦେଲେ। କିନ୍ତୁ ସମାନେେ ସମସ୍ତେ ଅଲଗା ଅଲଗା କଥା କହିଲେ। ତାହାଙ୍କ ଭିତରୁ ଜଣେ ହେଲେ ଅନ୍ୟ ସହିତ ସମ୍ମତ ନଥିଲା।
Mark 14:59
ତଥାପି ଏ ଲୋକମାନେ ଯାହା ସବୁ କହିଲେ, ତା ମଧିଅରେ କାହାରି କଥା କାହାରି ସାଙ୍ଗ ରେ ମଳେ ଖାଉ ନଥିଲା।
Luke 6:34
ଯେଉଁମାନଙ୍କଠାରୁ ଫରେି ପାଇବାର ଆଶା ଥିବ, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କୁ ଟଙ୍କା ଧାର ଦିଅ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମଧ୍ଯ ଟଙ୍କା ଫରେିପାଇବା ଆଶା ରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।
John 5:18
ଏଥିପାଇଁ ଯିହୂଦୀ ନେତାମାନେ ତାହାଙ୍କୁ ହତ୍ଯା କରିବା ପାଇଁ ଆହୁରି ଅଧିକ ଚେଷ୍ଟା କଲେ। ଯିହୂଦୀମାନେ କହିଲେ, ପ୍ରଥମେ ଯୀଶୁ ବିଶ୍ରାମବାରର ନିୟମ ଭାଙ୍ଗିଲେ। ତା'ପରେ ସେ ପରମେଶ୍ବରଙ୍କୁ ନିଜର ପିତା ବୋଲି କହିଲେ। ସେ ନିଜକୁ ପରମେଶ୍ବରଙ୍କ ସହିତ ସମାନ କଲେ।
Acts 11:17
ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବାରୁ ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତ୍ମା ଦାନ ଦଇେଥିଲେ, ସହିପରି ଯଦି ସେ ସମାନଙ୍କେୁ ସହେି ସମାନ ଦାନ ଦେଲେ, ତବେେ ମୁଁ ପରମେଶ୍ବରଙ୍କ ମାର୍ଗ ରେ ବାଧା ଦବୋ ପାଇଁ କିଏ?
Philippians 2:6
ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ବରଙ୍କ ସାଦୃଶ୍ଯ ଥିଲେ। ପରମେଶ୍ବରଙ୍କ ସହିତ ସମାନ ହାଇେ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।
Revelation 21:16
ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।
Occurences : 8
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்