No lexicon data found for Strong's number: 2513

Matthew 5:8
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।

Matthew 23:26
ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବ ରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ଯ ସଫା ହାଇେ ପାରିବ।

Matthew 27:59
ଯୋଷଫେ ଶରୀରକୁ ନେଲେ ଓ ତାହାଙ୍କୁ ନୂଆ ରେଶମ ବସ୍ତ୍ର ଦ୍ବାରା ଘାଡ଼ଇେେ ଦେଲେ।

Luke 11:41
ଏଣୁ ତୁମ୍ଭମାନଙ୍କ ଭିତ ରେ ଥିବା ବିଷୟଗୁଡିକ ପ୍ରତି ଦୃଷ୍ଟି ଦିଅ। ଯେଉଁ ଲୋକମାନେ ସାହାୟ୍ଯ ଲୋଡନ୍ତି, ସମାନଙ୍କେୁ ସାହାୟ୍ଯ କର। ତା ହେଲେ ତୁମ୍ଭମାନେେ ସମ୍ପୂର୍ଣ୍ଣରୂପେ ପରିଷ୍କାର ଓ ପବିତ୍ର ହାଇଯେିବ।

John 13:10
ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।

John 13:10
ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।

John 13:11
ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।

John 15:3
ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦଇେଛି, ତାହା ଦ୍ବାରା ତୁମ୍ଭେ ପରିଷ୍କୃତ ହାଇେ ସାରିଅଛ।

Acts 18:6
କିନ୍ତୁ ସମାନେେ ଯେତବେେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥାକହିଲେ, ପାଉଲ ଏହାର ବିରୁଦ୍ଧ ରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, ଯଦି ତୁମ୍ଭମାନେେ ଉଦ୍ଧାର ପାଉନାହଁ ତାହାହେଲେ ଏହା ମାରେ ଦୋଷ ନୁହେଁ। ମୁଁ ସମସ୍ତ ଚେ଼ଷ୍ଟା କରି ସାରିଛି। ମୁଁ ଏବଠାରୁେ ଅଣଯିହୂଦୀମାନଙ୍କ ପାଖକୁ ୟିବି।

Acts 20:26
ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ ଦୋଷ ଅଟେ।

Occurences : 28

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்