Matthew 22:17
ଏ ବିଷୟ ରେ ତୁମ୍ଭ ମତାମତ କ'ଣ ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଉଚ଼ିତ ହବେ, ନା ନାହିଁ?
Matthew 22:21
ଲୋକମାନେ କହିଲେ, କାଇସରଙ୍କର।
Matthew 22:21
ଲୋକମାନେ କହିଲେ, କାଇସରଙ୍କର।
Matthew 22:21
ଲୋକମାନେ କହିଲେ, କାଇସରଙ୍କର।
Mark 12:14
ଫାରୂଶୀ ଓ େ ହରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, ଗୁରୁ, ଆମ୍ଭମାନେେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କବେେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ବର ଚାହୁଁଥିବା ଜୀବନର ମାର୍ଗ ବିଷୟ ରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ: କାଇସରଙ୍କୁ କର ଦବୋର ଉଚିତ୍ କି ନୁହେଁ?
Mark 12:16
ସମାନେେ ରୂପା ଟଙ୍କାଟିଏ ନଇେ ଆସିଲେ। ଯୀଶୁ ସମାନଙ୍କେୁ ପଚାରିଲେ, ମୁଦ୍ରାଟି ଉପରେ କାହାର ଛବି ଅଙ୍କିତ ହଇେଛି? ତା ଉପରେ କାହାର ନାମ ଲଖାେ ଯାଇଛି? ସମାନେେ କହିଲେ, ଏହା କାଇସରଙ୍କ ଛବି ଓ କାଇସରଙ୍କ ନାମ।
Mark 12:17
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ। ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।
Mark 12:17
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ବରଙ୍କର, ତାହା ପରମେଶ୍ବରଙ୍କୁ ଦିଅ। ଏହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।
Luke 2:1
ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।
Luke 3:1
ତିବିରିଅ କାଇସରଙ୍କ ରାଜ୍ବତର ପନ୍ଦରତମ ବର୍ଷ ସମୟର କଥା।
Occurences : 31
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்