No lexicon data found for Strong's number: 2563

Matthew 11:7
ଏ କଥା ଶୁଣି ଯୋହନଙ୍କ ଶିଷ୍ଯମାନେ ଫରେି ଯାଉଥିବା ସମୟରେ ଯୀଶୁ ସଠାେରେ ଜମା ହାଇେଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିଲେ, ଏ ମରୁଭୂମିକୁ କ'ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ'ଣ ପବନ ରେ ଦୋହଲୁ ଥିବା କୌଣସି ନଳଗଛକୁ ?

Matthew 12:20
ନଇଁ ପଡ଼ିଥିବା ଛେଚ଼ାନଳର କାଣ୍ଡଟି ସେ ଭାଙ୍ଗିବେ ନାହିଁ କି ଲିଭି ଆସୁଥିବା ଦୀପଟିକୁ ସେ ଲିଭଇବେେ ନାହିଁ। ନ୍ଯାୟର ବିଜୟ ନ ହବୋ ପର୍ୟ୍ଯନ୍ତ ସେ ଅଟଳ ରହିବେ।

Matthew 27:29
ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।

Matthew 27:30
ତା'ପରେ ସମାନେେ ତାହାଙ୍କ ମୁହଁ ଉପରକୁ ଛପେ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନଇେ ସେଥି ରେ ତାହାଙ୍କର ମୁଣ୍ଡକୁ ପୁଟିବାକୁ ଲାଗିଲେ।

Matthew 27:48
ସହେିକ୍ଷଣି ସହେି ଲୋକମାନଙ୍କ ମଧ୍ଯରୁ ଜଣେ ଦୌଡ଼ିଯାଇ ସ୍ପଞ୍ଜଟିଏ ନଇେ ଆସିଲା। ତାକୁ ଅସ୍ଲରସ ରେ ବୁଡ଼ାଇ ଗୋଟିଏ ବାଡ଼ି ରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦଲୋ।

Mark 15:19
ସୈନ୍ଯମାନେ ଯୀଶୁଙ୍କ ମୁଣ୍ଡ ରେ ବାରମ୍ବାର ବତେ ରେ ଆଘାତ କଲେ। ତାହାଙ୍କ ଉପରେ ଛପେ ପକାଇଲେ। ଆଣ୍ଠୁମାଡି ବସି ତାହାଙ୍କୁ ପ୍ରଣାମ କଲେ।

Mark 15:36
ସଠାରୁେ ଜଣେ ଲୋକ ଦୌଡିଯାଇ ଅମ୍ଳରସ ରେ ଭିଜାଇଥିବା ଗୋଟିଏ ସ୍ପଞ୍ଜ ଆଣିଲା। ସ୍ପଞ୍ଜକୁ ଗୋଟିଏ ବାଡି ରେ ବାନ୍ଧିଲା। ଯୀଶୁ ସ୍ପଞ୍ଜରୁ ଅମ୍ଳରସ ପିଇବେ ବୋଲି ସେ ବାଡିର ସ୍ପଞ୍ଜ ବନ୍ଧା ହାଇେଥିବା ପାଖଟି ତାହାଙ୍କ ଆଡକୁ ବଢାଇଲା। ଲୋକଟି କହିଲା, ଏବେ ଆମ୍ଭେ ଅପେକ୍ଷା କରିବା ଏବଂ ଏଲିୟ ଆସି ତାକୁ କୃଶ ଉପରୁ ତଳକୁ ନବୋକୁ ଆସୁଛନ୍ତି କି ନାହିଁ, ଦେଖିବା।

Luke 7:24
ଯୋହନଙ୍କ ଶିଷ୍ଯମାନେ ଚାଲିୟିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିବାକୁ ଆରମ୍ଭ କଲେ: ତୁମ୍ଭମାନେେ ମରୁଭୂମିରେ କ'ଣ ଦେଖିବାକୁ ଯାଇଥିଲ? କ'ଣ ପବନ ରେ ଦୋହଲୁଥିବା ନଳଗଛ?

3 John 1:13
ମାରେ ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମ ରେ ଲେଖିବା ପାଇଁ ଚାହୁଁ ନାହିଁ।

Revelation 11:1
ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்