Base Word
καλῶς
Short Definitionwell (usually morally)
Long Definitionbeautifully, finely, excellently, well
Derivationadverb from G2570
Same asG2570
International Phonetic Alphabetkɑˈlos
IPA modkɑˈlows
Syllablekalōs
Dictionka-LOSE
Diction Modka-LOSE
Usage(in a) good (place), honestly, + recover, (full) well

Matthew 5:44
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତୃକୁ ମଧ୍ଯ ପ୍ ରମେ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପାର୍ଥନା କର।

Matthew 12:12
ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ତେଣୁ ମାଶାଙ୍କେ ବ୍ଯବସ୍ଥା ବିଶ୍ରାମ ଦିବସ ରେ ଭଲ କାମ କରିବାକୁ ଅନୁମତି ଦଇେଥାଏ।

Matthew 15:7
ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।

Mark 7:6
ଯୀଶୁ କହିଲେ, ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧ ରେ ୟିଶାଇୟ ଯାହା ଭବିଷ୍ଯଦ୍ବାଣୀ କରିଥିଲେ ତାହା ଯଥାର୍ଥ, ୟିଶାଇୟ ଲେଖିଥିଲେ,

Mark 7:9
ଯୀଶୁ ପୁଣି ସମାନଙ୍କେୁ କହିଲେ, ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭମାନେେ ପରମେଶ୍ବରଙ୍କ ଆଦେଶ ତ୍ଯାଗ କରି ଦଇେ ନିଜକୁ ଚତୁର ବୋଲି ଭାବୁଛ।

Mark 7:37
ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।

Mark 12:28
ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ୟୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସମାନଙ୍କେ ପ୍ରଶ୍ନର ଯଥାର୍ଥ ଉତ୍ତର ଦଇେଛନ୍ତି। ତେଣୁ ସେ ଯୀଶୁଙ୍କୁ ପଚାରିଲେ, କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ?

Mark 12:32
ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, ଗୁରୁ, ପ୍ରଭୁ ପରମେଶ୍ବର ଯେ ଏକ ଓ ତାହାଙ୍କ ଛଡା ଆଉ ଅନ୍ୟ କହେି ନାହିଁ, ଏହା ତୁମ୍ଭେ ଠିକ୍ କହିଛ।

Mark 16:18
ସମାନେେ ନିଜ ହାତ ରେ ସାପକୁ ଧରିବେ କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ସମାନେେ ବିଷ ମଧ୍ଯ ପିଇ ଦବେେ, କିନ୍ତୁ ସମାନଙ୍କେର କିଛି ହେଲେ କ୍ଷତି ହବେ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହାଇଯେିବେ।

Luke 6:26
ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ 'ଭଲ' ବୋଲି କହୁଛନ୍ତି। କାରଣ ସମାନଙ୍କେର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଭଲ ବୋଲି କହୁଥିଲେ।

Occurences : 36

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்