No lexicon data found for Strong's number: 2776

Matthew 5:36
ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।

Matthew 6:17
ତେଣୁ ତୁମ୍ଭେ ଉପବାସ କଲା ବେଳେ ମୁଣ୍ଡ ରେ ତଲେ ଲଗାଇ ବାଳ ସଜାଡ ଓ ମୁହଁ ଧୁଅ।

Matthew 8:20
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

Matthew 10:30
ତୁମ୍ଭ ମୁଣ୍ଡ ରେ କତେୋଟି ବାଳ ଅଛି, ସେ କଥା ମଧ୍ଯ ପରମେଶ୍ବର ଜାଣନ୍ତି।

Matthew 14:8
େ ହରୋଦିଆଙ୍କ ପ୍ରରୋଚନା ରେ ଝିଅ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ଆଣି ଏହିଠା ରେ ଦିଅନ୍ତୁ।

Matthew 14:11
ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।

Matthew 21:42
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏକଥା କ'ଣ କବେେ ହେଲେ ଶାସ୍ତ୍ର ରେ ପଢ଼ି ନଥିଲ?:

Matthew 26:7
ଯୀଶୁ ସଠାେରେ ଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖ ରେ ଆସି ପହଞ୍ଚିଲା। ସେ ଗୋଟିଏ ପାତ୍ର ରେ ବହୁ ମୂଲ୍ଯବାନ ମୁଗନ୍ଧିତ ଅତର ଆଣିଥିଲା। ସେ ଅତରତକ ଯୀଶୁଙ୍କ ମୁଣ୍ତ ଉପରେ ଢ଼ାଳି ଦଲୋ। ସେତବେେଳେ ଯୀଶୁ ଖାଉଥିଲେ।

Matthew 27:29
ସମାନେେ କଣ୍ଟାଡ଼ାଳ ରେ ଗୋଟିଏ ମୁକୁଟ ତିଆରି କଲେ ଓ ସହେି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡ ରେ ପିନ୍ଧାଇ ଦେଲେ। ତାହାଙ୍କର ଡ଼ାହାଣ ହାତ ରେ ବାଡ଼ିଟି ଧ ରଇେ ଦେଲେ। ତା'ପରେ ତାହାଙ୍କ ଆଗ ରେ ଆଣ୍ଠୁମାଡ଼ି ବସି ପଡ଼ି ତାହାଙ୍କୁ ଥଟ୍ଟା କଲେ। ସମାନେେ କହିଲେ, ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।

Matthew 27:30
ତା'ପରେ ସମାନେେ ତାହାଙ୍କ ମୁହଁ ଉପରକୁ ଛପେ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନଇେ ସେଥି ରେ ତାହାଙ୍କର ମୁଣ୍ଡକୁ ପୁଟିବାକୁ ଲାଗିଲେ।

Occurences : 76

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்