Matthew 26:29
ମୁଁ ତୁମ୍ଭମାନଙ୍କୁ ଏକଥା କହି ରଖୁଛି: ମାରେ ପରମପିତାଙ୍କ ରାଜ୍ଯ ରେ ଆମ୍ଭେ ସମସ୍ତେ ଏକାଠି ନ ହବୋ ପର୍ୟ୍ଯନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହବୋ ପର୍ୟ୍ଯନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।
Mark 14:25
ମୁଁ ତୁମ୍ଭକୁ ସତ୍ଯ କହୁଛି। ମୁଁ ଯେପର୍ୟ୍ଯନ୍ତ ପରମେଶ୍ବରଙ୍କ ରାଜ୍ଯ ରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସହେି ଦିନ ପର୍ୟ୍ଯନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।
Luke 22:18
ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ବରଙ୍କ ରାଜ୍ଯ ନ ଆସିବା ପର୍ୟ୍ଯନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।
John 15:1
ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।
John 15:4
ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।
John 15:5
ମୁଁ ଦ୍ରାକ୍ଷାଲତା ଓ ତୁମ୍ଭମାନେେ ଶାଖା। ଯେଉଁ ଲୋକ ମାେ'ଠା ରେ ରହେ ଓ ମୁଁ ତାଠା ରେ ରହେ, ସହେି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମାେ ବିନା ସେ କିଛି କରି ପାରିବ ନାହିଁ।
James 3:12
ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ ? ନା ! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ ? ନା ! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।
Revelation 14:18
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।
Revelation 14:19
ତା'ପରେ ସ୍ବର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ବରଙ୍କର କୋରଧ ରୂପ ଦ୍ରାକ୍ଷାପଷୋ କୁଣ୍ଡ ରେ ସଗେୁଡ଼ିକୁ ପକାଇ ଦେଲେ।
Occurences : 9
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்