Luke 5:1
ଯୀଶୁ ଗିନସରତେ ହ୍ରଦ କୂଳ ରେ ଠିଆ ହାଇେଥିଲେ। ତାହାଙ୍କ ଚାରିପଟେ ଘରେିଯାଇ ଠିଆ ହବୋକୁ ଲୋକମାନେ ଠଲୋପଲୋ ହେଉଥିଲେ। ସମାନେେ ତାହାଙ୍କ ଠାରୁ ପରମେଶ୍ବରଙ୍କ ଉପଦେଶ ବାଣୀ ଶୁଣିବାକୁ ଚାହୁଁଥିଲେ।
Luke 5:2
ଯୀଶୁ ହ୍ରଦ କୂଳ ରେ ଦୁଇଟି ଡଙ୍ଗା ଥୁଆ ହାଇେଥିବାର ଦେଖିଲେ। କେଉଟମାନେ ସହେି ଡଙ୍ଗାରୁ ଓହା୍ଲଇ ତାହାଙ୍କ ଜାଲ ଧୋଉଥିଲେ।
Luke 8:22
ଦିନେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ଗୋଟିଏ ଡଙ୍ଗା ରେ ଚଢି଼ଲେ। ଯୀଶୁ ସମାନଙ୍କେୁ କହିଲେ, ଆସ, ଆମ୍ଭମାନେେ ହ୍ରଦ ଆରପାରିକି ୟିବା। ଶିଷ୍ଯମାନେ ଡଙ୍ଗା ଖାଲିେ ଦେଲେ।
Luke 8:23
ସମାନେେ ଡଙ୍ଗା ବାହି ନେଉଥିବା ସମୟରେ ଯୀଶୁ ଶୋଇ ପଡିଲେ। ହ୍ରଦ ରେ ଝଡତାଫୋନ ମାଡି ଆସିଲା। ଡଙ୍ଗା ରେ ପାଣି ପଶିବାକୁ ଲାଗିଲା। ସମାନେେ ବିପଦ ରେ ପଡିଗଲେ।
Luke 8:33
ତା'ପରେ ଭୂତମାନେ ଲୋକଟି ଦହରେୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ଦଳକଯାକ ଘୁଷୁରି ସହେି ପାହାଡ ଉପରୁ ହ୍ରଦ ଭିତରକୁ ଦୌଡିଗଲେ ଓ ସମସ୍ତେ ବୁଡିଗଲେ।
Revelation 19:20
କିନ୍ତୁ ସହେି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ଯଦ୍ ବକ୍ତା ମଧ୍ଯ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ଯଦ୍ ବକ୍ତା ସହେି ପଶୁ ପାଇଁ ବହୁତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରିଥିଲା। ଏହି ପଶୁ, ୟିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସହେି ଭଣ୍ଡ ଭବିଷ୍ଯଦ୍ ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦ ରେ ଜୀବନ୍ତ ଫିଙ୍ଗି ଦିଆଗଲା।
Revelation 20:10
ସେତବେେଳେ ଶୟତାନ (ୟିଏ ସହେି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସହେି ପଶୁ ଓ ମିଥ୍ଯାବାଦୀ ଭବିଷ୍ଯଦ୍ ବକ୍ତା ସହିତ ଗନ୍ଧକରେ ପ୍ରଜ୍ଜ୍ବଳିତ ଅଗ୍ନିମୟ ହ୍ରଦ ମଧ୍ଯକୁ ନିକ୍ଷପେ କରାଗଲେ। ସମାନେେ ସଠାେରେ ଦିନରାତି ସବାସର୍ବଦା ପାଇଁ ୟନ୍ତ୍ରଣା ପାଇବେ।
Revelation 20:14
ତା'ପରେ ମୃତ୍ଯୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷପେ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ବିତୀୟ ମୃତ୍ଯୁ ଅଟେ।
Revelation 20:15
ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।
Revelation 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்