No lexicon data found for Strong's number: 3182

Luke 12:45
କିନ୍ତୁ ଯଦି ସବେକଟି ଦୁଷ୍ଟ ହାଇେଥିବ ଓ ମନମେନେ କହିବ, ମାେ ମାଲିକ ତୁରନ୍ତ ଆସିବେ ନାହିଁ, ତବେେ କ'ଣ ଘଟିବ? ସେ ଅନ୍ୟ ପୁରୁଷ ଓ ମହିଳା ସବେକମାନଙ୍କୁ ମାରପିଟ୍ କରିବା ଆରମ୍ଭ କରିଦବେ ଓ ନିଜେ ଖିଆପିଆ ରେ ବୁଡି ରହିବ ଓ ମଦ ପିଇ ମାତାଲ ହବେ।

Ephesians 5:18
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସଂପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମା ରେ ପରିପୂର୍ଣ୍ଣ ହୁଅ।

1 Thessalonians 5:7
ଯେଉଁ ଲୋକମାନେ ଶୁଅନ୍ତି, ସମାନେେ ରାତି ରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସମାନେେ ରାତି ରେ ମାତାଲ ହୁଅନ୍ତି।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்