No lexicon data found for Strong's number: 3442

Matthew 18:9
ଯଦି ତୁମ୍ଭର ଆଖିଟିଏ ତୁମ୍ଭ ପାଇଁ ପାପର କାରଣ ହୁଏ, ତବେେ ତାକୁ କାଢ଼ି ଫିଙ୍ଗି ଦିଅ। ତୁମ୍ଭର ଦୁଇଟି ଯାକ ଆଖି ଥାଇ ତୁମ୍ଭକୁ ନର୍କର ନିଆଁ ରେ ଫିଙ୍ଗି ଦିଆୟିବା ଅପେକ୍ଷା ଗୋଟିଏ ଆଖି ଥାଇ ଅନନ୍ତଜୀବନ ଲାଭ କରିବା ତୁମ୍ଭ ପାଇଁ ଭଲ।

Mark 9:47
ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତବେେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କ ରେ ତୁମ୍ଭକୁ ଫିଙ୍ଗି ଦିଆୟିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்