No lexicon data found for Strong's number: 3494

Acts 7:58
ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।

Acts 20:9
ଇଉତୁଖ ନାମକ ଜଣେ ୟୁବକ ଝରକା କଡ଼ ରେ ବସି ଖୁବ୍ ନିଦ ରେ ଶାଇେ ପଡ଼ିଥିଲା। ପାଉଲ କହି ଚ଼ାଲିଥିଲା ବେଳେ ସେ ନିଘୋଡ଼ ନିଦ ରେ ଶାଇେପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତବେେଳେ ସମାନେେ ତାହାକୁ ଉଠାଇଲେ, ସେ ମରିସାରିଥିଲା।

Acts 23:17
ତା'ପରେ ପାଉଲ ଜଣେ ସନୋ ଅଧିକାରୀଙ୍କୁ ଡ଼ାକି କହିଲେ, ଏହି ୟୁବକକୁ ସନୋଧ୍ଯକ୍ଷଙ୍କ ନିକଟକୁ ନଇଯାେଅ। ତା'ର ତାହାଙ୍କୁ କିଛି କହିବାର ଅଛି।

Acts 23:18
ତେଣୁ ସନୋ ଅଧିକାରୀ ତାହାକୁ ସନୋଧ୍ଯକ୍ଷଙ୍କ ନକଟକୁ ନଇଗେଲା ଓ କହିଲା, ବନ୍ଦୀ ପାଉଲ ଏ ୟୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଚ଼ା ହେଁ।

Acts 23:22
ସନୋଧ୍ଯକ୍ଷ ସହେି ୟୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏକଥା କହିଛି ବୋଲି କାହାକୁ ଯେପରି ନକୁ ହେ, ଓ ଏହା କହି ତାହାଙ୍କୁ ପଠାଇ ଦେଲେ।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்