Matthew 12:42
ଯେଉଁ ଦିନ ବିଚ଼ାର ହବେ ସେ ଦିନ ଦକ୍ଷିଣର ରାଣୀ ପର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହବେେ ଏବଂ ସେ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ। କାରଣ ସେ ଶଲମାନଙ୍କେ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲମାନଙ୍କେଠାରୁ ଅଧିକ ମହାନ୍।
Luke 11:31
ବିଚାର ଦିନ ରେ ଦକ୍ଷିଣର ରାଣୀ ପ୍ରକାଶିତ ହାଇେ ଏବେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣିବେ ଓ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ, କାରଣ ସହେି ରାଣୀ ଶଲମାନଙ୍କେ ଜ୍ଞାନମୂଳକ ଉପଦେଶ ଶୁଣିବା ପାଇଁ ବହୁତ ଦୁରରୁ ଆସିଥିଲେ ଏବଂ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଶଲମାନଙ୍କେ ଅପେକ୍ଷା ମହାନ୍ ଅଟେ।
Luke 12:55
ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭମାନେେ କୁହ, 'ଗରମ ହବେ।' ତା'ପରେ ତାହାହିଁ ହୁଏ।
Luke 13:29
ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ଖାଇବାକୁ ବସିବେ।
Acts 27:13
ତା'ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜ ରେ ଥିବା ଲୋକମାନେ ଭାବିଲେ, ଆମ୍ଭେ ଯେଉଁ ପବନ ବହିବାଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ। ତେଣୁ ଆମ୍ଭେ ଲଙ୍ଗର ଉେଠଇ କ୍ରୀତି ଉପଦ୍ବୀପର କୂଳକେୂଳେ ଯାତ୍ରା କଲୁ।
Acts 28:13
ସଠାରୁେ ବାହାରି ଆମ୍ଭେ ରଗେିୟ ନଗର ରେ ପହଞ୍ଚିଲୁ। ସଠାେରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ବିତୀୟ ଦିନ ପୁତେଅଲୀ ନଗର ରେ ପହଞ୍ଚିଲୁ।
Revelation 21:13
ସଠାେରେ ପୂର୍ବ ଦିଗ ରେ ତିନୋଟି ପ୍ରବେଶ ଦ୍ବାରା, ଉତ୍ତର ରେ ତିନୋଟି ପ୍ରବେଶ ଦ୍ବାର, ଦକ୍ଷିଣ ରେ ତିନୋଟି ପ୍ରବେଶ ଦ୍ବାର ଏବଂ ପଶ୍ଚିମ ଦିଗ ରେ ତିନୋଟି ଦ୍ବାର ଥିଲା।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்