No lexicon data found for Strong's number: 3680

Romans 15:3
ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।

1 Timothy 3:7
ଯେଉଁମାନେ ମଣ୍ଡଳୀର ସଦସ୍ଯ ନୁହଁନ୍ତି, ବାହାରର ସହେି ଲୋକମାନଙ୍କର ମଧ୍ଯ, ଅଧ୍ଯକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ଯକ। ତହିଁରେ ସେ ଅନ୍ୟମାନଙ୍କ ଦ୍ବାରା ସମାଲୋଚିତ ହବେେ ନାହିଁ କି ଶୟତାନର ଫାନ୍ଦ ରେ ପଡ଼ିବେ ନାହିଁ।

Hebrews 10:33
ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।

Hebrews 11:26
ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।

Hebrews 13:13
ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்