No lexicon data found for Strong's number: 3723

Mark 7:35
ଇପ୍ପଥଃ ଅର୍ଥାତ 'ଖାଲିେ ଯାଉ। ତତ୍କ୍ଷଣାତ୍ ତାର କାନ ଖାଲିେ ଗଲା। ଜିଭର ଗ୍ରନ୍ଥି ଖାଲିଗେଲା। ସେ ସ୍ପଷ୍ଟ ଭାବରେ କହି ପାରିଲା।

Luke 7:43
ଶିମାନେ ଉତ୍ତର ଦେଲେ, ମୁଁ ଭାବୁଛି, ସାହୁକାର ଯାହାକୁ ଅଧିକ ଟଙ୍କା ଛାଡି ଦେଲେ, ସହେି ଲୋକକୁ ଅଧିକା ଭଲ ପାଇବ।

Luke 10:28
ତା'ପରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦଇେଛ। ଏହାହିଁ କର। ଏହା ଫଳ ରେ ତୁମ୍ଭେ ଅନନ୍ତଜୀବନ ଲାଭ କରିବ।

Luke 20:21
ସହେି ଲୋକମାନେ ଯୀଶୁଙ୍କୁ କହିଲେ, ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁନାହାଁନ୍ତି। ଆପଣ ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ଯ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்