Matthew 19:6
ତେଣୁ ସ୍ବାମୀ ସ୍ତ୍ରୀ ଦୁଇଜଣ ହାଇେ ରହନ୍ତି ନାହିଁ ମାତ୍ର ସମାନେେ ଏକ ହାଇେ ଯାଆନ୍ତି। ପରମେଶ୍ବର ସମାନଙ୍କେୁ ଏକାଠି ଯୋଡ଼ିଛନ୍ତି। ତେଣୁ କୌଣସି ଲୋକ ସମାନଙ୍କେୁ ଅଲଗା ନକରୁ।
Matthew 22:46
ଜଣେ ହେଲେ ଫାରୂଶୀ ଯୀଶୁଙ୍କ ପ୍ରଶ୍ନର ଉତ୍ତର ଦଇେ ପାରିଲେ ନାହିଁ। ସହେି ଦିନ ଠାରୁ ଯୀଶୁଙ୍କୁ ଆଉ କୌଣସି ପ୍ରଶ୍ନ ପଚ଼ାରି ଫାନ୍ଦ ରେ ପକାଇବାକୁ କହେି ହେଲେ ଚ଼ଷ୍ଟା କରିବାକୁ ସାହାସ କଲନୋହିଁ।
Mark 7:12
ଏହି ଭଳି ସହେି ଲୋକକୁ ତାର ବାପା ମାଆଙ୍କ ପାଇଁ କିଛି କରିବା ପାଇଁ ତୁମ୍ଭମାନେେ ଅନୁମତି ଦେଉ ନାହଁ।
Mark 9:8
ଏବଂ ସହେି ସମୟରେ ପିତର, ଯାକୁବ ଓ ଯୋହନ ତାରିଆଡକୁ ଚାହିଁଲେ କିନ୍ତୁ ସଠାେରେ ସମାନେେ ତାହାଙ୍କ ସହିତ କବଳେ ଯୀଶୁଙ୍କ ଛଡା ଆଉ କାହାରିକୁ ଦେଖିଲେ ନାହିଁ।
Mark 10:8
ଏବଂ ସମାନେେ ଏକ ହାଇଯେିବେ।' ତେଣୁ ସମାନେେ ଦୁଇଜଣ ନୁହଁନ୍ତି ବରଂ ଏକ।
Mark 12:34
ଯୀଶୁ ଦେଖିଲେ ଯେ ଲୋକଟି ବୁଝିବିଚାରି ଜ୍ଞାନୀ ଭଳି ଉତ୍ତର ଦଇେଛି। ସେ ତାହାକୁ କହିଲେ, ତୁମ୍ଭେ ପରମେଶ୍ବରଙ୍କ ରାଜ୍ଯଠାରୁ ଦୂର ରେ ନାହଁ। ଏହା ପରେ ଆଉ କହେି ହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।
Mark 14:25
ମୁଁ ତୁମ୍ଭକୁ ସତ୍ଯ କହୁଛି। ମୁଁ ଯେପର୍ୟ୍ଯନ୍ତ ପରମେଶ୍ବରଙ୍କ ରାଜ୍ଯ ରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସହେି ଦିନ ପର୍ୟ୍ଯନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।
Mark 15:5
ଥାପି ଯୀଶୁ କିଛି ହେଲେ ଉତ୍ତର ଦେଲେ ନାହିଁ। ପୀଲାତ ଏଥି ରେ ଅତ୍ଯନ୍ତ ଆଶ୍ଚର୍ୟ୍ଯ ହାଇଗେଲେ।
Luke 15:19
ମୁଁ ତୁମ୍ଭର ପୁଅ ହବୋର ୟୋଗ୍ଯ ନୁହେଁ। କିନ୍ତୁ ତୁମ୍ଭେ ମାେତେ ଦୟାକରି ତୁମ୍ଭର ଅନ୍ୟ ମୂଲିଆମାନଙ୍କ ଭଳି ରଖ।'
Luke 15:21
ପୁଅ କହିଲା, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି। ମୁଁ ତୁମ୍ଭର ପୁଅ ହବୋକୁ ଯୋଗ୍ଯ ନୁହେଁ।'
Occurences : 39
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்