No lexicon data found for Strong's number: 3858

Mark 4:20
କେତକେ ଲୋକ ଭଲମାଟି ରେ ବୁଣା ଯାଇଥିବା ବୀଜ ଭଳି, ସମାନେେ ବାକ୍ଯକୁ ଶୁଣନ୍ତି ଓ ତା ହେ ଗ୍ରହଣ କରନ୍ତି। ତା'ପରେ ସମାନେେ ବୃଦ୍ଧି ପାଇ ଫଳପ୍ରଦ ହୁଅନ୍ତି। ତାହା େ ବେଳବେଳେ ତିରିଶ ଗୁଣ, ଷାଠିଏ ଗୁଣ ବା ଶ ହେ ଗୁଣ ପର୍ୟ୍ଯନ୍ତ ଫଳ ଦଇେଥାଏ।

Acts 16:21
ଆମ୍ଭମାନେେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସହେି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ୟୋଗ୍ଯ ନୁହେଁ। ତେଣୁ ଆମ୍ଭେ ଏସବୁ କରିପାରିବୁ ନାହିଁ।

Acts 22:18
ସହେି ସମୟରେ ମୁଁ ଯୀଶୁଙ୍କୁ ଦର୍ଶନ କଲି। ସେ ମାେତେ କହିଲେ, 'ତୁମ୍ଭେ ସଙ୍ଗେ ସଙ୍ଗେ ୟିରୁଶାଲମ ଛାଡ଼ି ଦିଅ, କାରଣ ତୁମ୍ଭେ ମାେ ବିଷୟ ରେ ଯାହା କହିବ, ସମାନେେ ଗ୍ରହଣ କରିବେ ନାହିଁ।'

1 Timothy 5:19
ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧ ରେ ନିନ୍ଦା କରେ, ଓ ତା' ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ଯ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା' ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ।

Hebrews 12:6
ପ୍ରଭୁ ଭଲ ପାଉଥିବା ପ୍ରେତ୍ୟକକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରେତ୍ୟକକ ଲୋକକୁ ସେ ଶାସ୍ତି ଦିଅନ୍ତି। ହିତାପଦେେଶ 3:11-12

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்