Matthew 27:39
ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,
Mark 2:23
ବିଶ୍ରାମ ଦିବସ ରେ ଯୀଶୁ ଶସ୍ଯ-କ୍ଷେତ୍ର ଦଇେ ଯାଉଥିଲେ। ତାହାଙ୍କ ଶିଷ୍ଯମାନେ ମଧ୍ଯ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ଯମାନେ ଖାଇବା ପାଇଁ ଶସ୍ଯକ୍ଷେତ୍ରରୁ ଶସ୍ଯ-କେଣ୍ଡା ଛିଣ୍ଡାଇଲେ।
Mark 9:30
ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସେ ସ୍ଥାନ ଛାଡି ଚାଲିଗଲେ। ସମାନେେ ଗାଲିଲୀ ଦଇେ ଯାଉଥିଲେ। ସମାନେେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଚାହୁଁ ନଥିଲେ।
Mark 11:20
ତା'ପର ଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ସହେି ଡିମ୍ବିରି ଗଛ ଥିବା ବାଟ ଦଇେ ଆସିଲେ। ସମାନେେ ଡିମ୍ବିରି ଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ।
Mark 15:29
ଯୀଶୁଙ୍କ ପାଖ ଦଇେ ଚାଲିଯାଉଥିବା ଲୋକେ ତାହାଙ୍କୁ ଅପମାନିତ କରୁଥିିଲେ। ସମାନେେ ମୁଣ୍ଡ ହଲଇେ ହଲଇେ କହୁଥିଲେ, ଆ ରେ ବାଃ, ତୁ ସହେି ଲୋକ, ୟିଏ ମନ୍ଦିରକୁ ଭାଙ୍ଗି ଦଇେ ତିନି ଦିନ ମଧିଅରେ ତାହା ପୁଣି ତିଆରି କରି ଦବେୁ ବୋଲି କହୁଥିଲୁ।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்