No lexicon data found for Strong's number: 3954

Mark 8:32
ଯାହା ସବୁ ଘଟିବ ସେ ସମସ୍ତ କଥା ଯୀଶୁ ସମାନଙ୍କେୁ କହି ଦେଲେ। ସେ କିଛି ହେଲେ ଲୁଚାଇ ରଖିଲେ ନାହିଁ। ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନଇେ ସେ ଏସବୁ କହିଥିବା ୟୋଗୁ ତାହାଙ୍କୁ ସମାଲୋଚନା କଲେ।

John 7:4
ଯଦି କୌଣସି ଲୋକ ଚା ହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତବେେ ସେ ତା'ର କାର୍ୟ୍ଯସୂଚୀ ଲୁଚଇବୋ ଉଚିତ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗ ରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ସମାନଙ୍କେୁ ଦେଖିବାକୁ ଦିଅ।

John 7:13
କିନ୍ତୁ ଲୋକମାନଙ୍କ ମଧିଅରେ ଏପରି କହେି ସାହାସୀ ନଥିଲେ, ୟିଏ କି ଯୀଶୁଙ୍କ ବିଷୟ ରେ ଖାେଲା ଖାଲିେ ଭାବରେ କହିବ। ଲୋକମାନେ ଯିହୂଦୀୟ ନେତାମାନଙ୍କୁ ଭୟ କରୁଥିଲେ।

John 7:26
କିନ୍ତୁ ସେ ପ୍ରକାଶ ରେ ପ୍ରଚାର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଚାର ବନ୍ଦ କରିବା ପାଇଁ ଚେଷ୍ଟା କରୁନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତ ରେ ଖ୍ରୀଷ୍ଟ।

John 10:24
ଯିହୂଦୀମାନେ ଯୀଶୁଙ୍କ ଚାରିପାଖେ ଘରେିଗଲେ। ସମାନେେ ପଚାରିଲେ, ତୁମ୍ଭେ କେତେ ସମୟ ପର୍ୟ୍ଯନ୍ତ ନିଜ ବିଷୟ ରେ ଆମ୍ଭକୁ ସନ୍ଦହେ ରେ ରଖିବ? ଯଦି ତୁମ୍ଭେ ନିଜେ ଖ୍ରୀଷ୍ଟ ତବେେ ଆମ୍ଭକୁ ସ୍ପଷ୍ଟ ଭାବରେ କୁହ।

John 11:14
ତେଣୁ ଯୀଶୁ ସ୍ପଷ୍ଟରୂପେ କହିଲେ, ଲାଜାର ମରିଯାଇଛନ୍ତି,

John 11:54
ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।

John 16:25
ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।

John 16:29
ଯୀଶୁଙ୍କର ଶିଷ୍ଯମାନେ କହିଲେ, ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁନାହଁ।

John 18:20
ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।

Occurences : 31

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்