No lexicon data found for Strong's number: 3979

Matthew 14:13
ଯୀଶୁ ଯୋହନଙ୍କ ବିଷୟ ରେ ଘଟିଥିବା ସବୁକଥା ଶୁଣିସାରିବା ପରେ ସେ ସ୍ଥାନ ଛାଡି ଦେଲେ ଓ ଏକୁଟିଆ ଡଙ୍ଗା ରେ ବସି ଗୋଟିଏ ନିଛାଟିଆ ଜାଗାକୁ ଚାଲିଗଲେ। ଯୀଶୁ ଚାଲିଯାଇଥିବା ଖବର ଶୁଣି ଲୋକମାନେ ନିଜ ନଗରମାନ ଛାଡି ଯୀଶୁଙ୍କୁ ଅନୁସରଣ କଲେ। ଯୀଶୁ ଯେଉଁଠାକୁ ଯାଉଥିଲେ, ସମାନେେ ସ୍ଥଳ ପଥରେ ଚାଲି ଚାଲି ସଠାେରେ ଯାଇ ପହନ୍ଚିଲେ।

Mark 6:33
କିନ୍ତୁ ବହୁତ ଲୋକ ସମାନଙ୍କେୁ ଚାଲି ଯାଉ ଥିବାର ଦେଖିଲେ ଓ ଚିହ୍ନି ମଧ୍ଯ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳ ପଥ ଦଇେ ଯୀଶୁଙ୍କ ଯାଉଥିବା ସ୍ଥାନ ରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସମାନେେ ସଠାେରେ ପହଞ୍ଚିଗଲେ।

Occurences : 2

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்