No lexicon data found for Strong's number: 3983

Matthew 4:2
ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।

Matthew 5:6
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ଯ, କାରଣ ସମାନେେ ସଂମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।

Matthew 12:1
ପ୍ରାୟ ସହେି ସମୟରେ ଯୀଶୁ ବିଶ୍ରାମଦିବସ ରେ ଶସ୍ଯକ୍ଷେତ୍ର ଦଇେ ଯାଉଥିଲେ। ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କ ସହିତ ଥିଲେ। ତାହାଙ୍କର ଶଷ୍ଯମାନଙ୍କୁ ଭୋକ ଲାଗିଲା। ସମାନେେ କେତକେ ଗହମ କେଣ୍ଡା ଛିଣ୍ଡଇେ ଖାଇବାକୁ ଲାଗିଲେ।

Matthew 12:3
ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଦାଉଦ ଓ ତାହାଙ୍କ ସାଙ୍ଗ ରେ ଥିବା ଲୋକେ ଭୋକ ଲାଗୁବା ବେଳେ କଣ କରିଥିଲେ, ସେ ବିଷୟ ରେ ତୁମ୍ଭେ କ'ଣ ପଢିନାହଁ?

Matthew 21:18
ତା'ପର ଦିନ ଅତି ସକାଳୁ ଯୀଶୁ ୟିରୂଶାଲମ ନଗରକୁ ଫରେୁଥିଲେ। ତାହାଙ୍କୁ ଭୋକ ଲାଗିଲା।

Matthew 25:35
ତୁମ୍ଭେ ଏହି ରାଜ୍ଯ ଲାଭ କରିବ କାରଣ ମୁଁ ଯେତବେେଳେ ଭୋକିଲା ଥିଲି, ସେତବେେଳେ ତୁମେ ମାେତେ ଖାଇବାକୁ ଦଇେଥିଲ। ମାେତେ ଶୋଷ ଲାଗୁଥିବା ସମୟରେ ମାେତେ କିଛି ପିଇବାକୁ ଦଇେଛ। ମୁଁ ଘରଠାରୁ ଦୂର ରେ ଏକୁଟିଆ ଥିଲି। ତୁମ୍ଭେ ମାେତେ ତୁମ୍ଭ ଘରକୁ ଡ଼ାକିଥିଲ।

Matthew 25:37
ସେତବେେଳେ ଭଲ ଲୋକମାନେ ଉତ୍ତର ଦବେେ, ' ହେ ପ୍ରଭୁ! ଆମ୍ଭେ କେତବେେଳେ ଆପଣଙ୍କୁ ଭୋକିଲା ଦେଖିଥିଲୁ ଓ ଖାଇବାକୁ ଦଇେଥିଲୁ? କେତବେେଳେ ଆମ୍ଭେ ଆପଣଙ୍କୁ ଶୋଷିଲା ଦେଖିଥିଲୁ ଓ ପିଇବାକୁ କିଛି ଦଇେଥିଲୁ?

Matthew 25:42
କାରଣ ମୁଁ ଭୋକିଲା ଥିଲି କିନ୍ତୁ ତୁମ୍ଭେ ମାେତେ କିଛି ଖାଇବାକୁ ଦଇେ ନଥିଲ,

Matthew 25:44
ତା'ପରେ ସମାନେେ ମଧ୍ଯ ଉତ୍ତର ଦବେେ, 'ପ୍ରଭୁ, ଆପଣଙ୍କୁ କେତବେେଳେ ଆମ୍ଭେ ଭୋକିଲା ବା ଶୋଷିଲା ଦେଖିଥିଲୁ? ଆମ୍ଭେ କେତବେେଳେ ଆପଣଙ୍କୁ ଏକୁଟିଆ ଓ ଘରଠାରୁ ଦୂର ରେ ଦିଖିଥିଲୁ? କେତବେେଳେ ଆପଣଙ୍କୁ ଆମ୍ଭେ ଲୁଗାପଟା ନଥିବା ଅବସ୍ଥା ରେ ବା ଅସୁସ୍ଥ ଅବସ୍ଥା ରେ ବା କାରାଗାର ରେ ଦେଖିଥିଲୁ? କବେେ ଏସବୁ ଆମ୍ଭେ ଦେଖିଥିଲୁ ଓ ଆପଣଙ୍କୁ ସାହାୟ୍ଯ କଲୁନାହିଁ?

Mark 2:25
ଯୀଶୁ କହିଲେ, ତୁମ୍ଭମାନେେ ଦାଉଦଙ୍କ ବିଷୟ ରେ ପଢିଛ ଯେ ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲା ବେଳେ ଓ ଆହାରର ଆବଶ୍ଯକ ଥିଲା ବେଳେ କ'ଣ କରିଥିଲେ?

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்