No lexicon data found for Strong's number: 4202

Matthew 5:32
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ଯଦି କହେି ନିଜର ପତ୍ନୀକୁ ଛାଡପତ୍ର ଦିଏ, ସେ ତାହାକୁ ବ୍ଯଭିଗ୍ଭର ଦୋଷ ରେ ଦୋଷୀ କରିଥାଏ। ଯଦି ତାହାର ପତ୍ନୀ ଅନ୍ୟ ବ୍ଯକ୍ତି ସହିତ ୟୌନ ସଂପର୍କ ରଖିଥାଏ, ତବେେ କବଳେ ସେ ତାହାକୁ ଛାଡପତ୍ର ଦଇେ ପାରିବ। ଯଦି କୌଣସି ଲୋକ ଛାଡପତ୍ର ପାଇଥିବା ସହେି ପତ୍ନୀକୁ ବିବାହ କରେ ତବେେ ସେ ମଧ୍ଯ ବ୍ଯଭିଗ୍ଭର ପାପରେ ଦୋଷୀ ହୁଏ।

Matthew 15:19
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।

Matthew 19:9
ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ, ଯଦି କୌଣସି ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ଅନ୍ୟଜଣେ ସ୍ତ୍ରୀ ଲୋକକୁ ବିବାହ କରେ, ତବେେ ସେ ବ୍ଯଭିଚ଼ାର ପାପରେ ଦୋଷୀ ସାବ୍ଯସ୍ତ ହୁଏ। ଯଦି ପ୍ରଥମେ ସ୍ତ୍ରୀର ଅନ୍ୟ କୌଣସି ଲୋକ ସହିତ ୟୌନ-ସମ୍ପର୍କ ରହିଥାଏ, ସହେି ଗୋଟିଏ କାରଣରୁ ଜଣେ ଲୋକ ନିଜ ସ୍ତ୍ରୀକୁ ଛାଡ଼ପତ୍ର ଦଇେ ପୁଣି ଥରେ ବିବାହ କରି ପାରିବ।

Mark 7:21
ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।

John 8:41
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।

Acts 15:20
ଏହା ବଦଳ ରେ ଆମ୍ଭେ ସମାନଙ୍କେୁ ଲେଖିବା ଉଚ଼ିତ ଯେ:

Acts 15:29
ତୁମ୍ଭମାନେେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭମାନେେ ରକ୍ତ ଖାଇବ ନାହିଁ। ତଣ୍ଟି ଚ଼ିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭମାନେେ ଖାଇବ ନାହିଁ। ତୁମ୍ଭମାନେେ ୟୌନ ପାପସବୁ କରିବନାହିଁ।

Acts 21:25
ଆମ୍ଭେ ଅଣଯିହୂଦୀ ବିଶ୍ବାସୀ ଲୋକମାନଙ୍କୁ ପତ୍ର ଲେଖିଛୁ। ଆମ୍ଭେ ସମାନଙ୍କେୁ ଲେଖିସାରିଛୁ:

Romans 1:29
ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।

1 Corinthians 5:1
ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

Occurences : 26

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்