Base Word
ἀνεπίληπτος
Short Definitionnot arrested, i.e., (by implication) inculpable
Long Definitionnot apprehended, that cannot be laid hold of
Derivationfrom G0001 (as a negative particle) and a derivative of G1949
Same asG0001
International Phonetic Alphabetɑ.nɛˈpi.le.ptos
IPA modɑ.ne̞ˈpi.le̞.ptows
Syllableanepilēptos
Dictionah-neh-PEE-lay-ptose
Diction Modah-nay-PEE-lay-ptose
Usageblameless, unrebukeable

1 Timothy 3:2
ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।

1 Timothy 5:7
ସଠାେରେ ଥିବା ସମସ୍ତ ବିଶ୍ବାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା' ହେଲେ କହେି କହିବେ ନାହିଁ ଯେ ସମାନେେ ଭୁଲ୍ କରୁଛନ୍ତି।

1 Timothy 6:14
ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்