ଯୋହନଲିଖିତ ସୁସମାଚାର 6:62
ତବେେ ମନୁଷ୍ଯପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେ ସ୍ଥାନଙ୍କୁ ଫରେିଯିବେ, ଏହା ମଧ୍ଯ କ'ଣ ତୁମ୍ଭକୁ ବ୍ଯତିବ୍ଯସ୍ତ କରୁଛି?
ଯୋହନଲିଖିତ ସୁସମାଚାର 7:51
ସେ କହିଲେ, ଆମ୍ଭର ପ୍ରଥା ଯେ କୌଣସି ଲୋକର କଥା ପ୍ରଥମେ ନଶୁଣି ବିଚାର କରିବ ନାହିଁ। ସେ କ'ଣ କରିଛନ୍ତି, ଆମ୍ଭେ ନଜାଣି ତାହାଙ୍କର ବିଚାର କରି ପାରିବା ନାହିଁ।
ଯୋହନଲିଖିତ ସୁସମାଚାର 9:8
କେତକେ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସହେି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, ଦେଖ, ୟିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସହେି ନୁହେଁ କି?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:15
ମାହେର ଏହି ବିଶ୍ବାସ ଥିବାରୁ ମୁଁ ପ୍ରଥମ ରେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଠିକ୍ କଲି। ଏହା ଦ୍ବାରା ତୁମ୍ଭମାନେେ ଦୁଇଥର ଆଶୀର୍ବାଦ ଲାଭ କରିବ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:13
ତୁମ୍ଭମାନେେ ମାେ ପାଇଁ ଖୁବ୍ ଭଲ ଥିଲ। ତୁମ୍ଭମାନେେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେ ହତେୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:13
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।
ଏବ୍ରୀମାନଙ୍କ ନିକଟକୁ ପତ୍ର 4:6
ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଚାର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ୟୋଗୁ ସମାନେେ ବିଶ୍ରାମସ୍ଥଳ ରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ଯ କବେେ ଲୋକ ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ବର ଆଉ ଗୋଟିଏ ବିଶଷେ ଦିନ ଅର୍ଥାତ୍ 'ଆଜିଦିନ'306 ନିରୂପଣ କଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 7:27
ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:32
ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।
ପିତରଙ୍କ ପ୍ରଥମ ପତ୍ 1:14
ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।
Occurences : 10
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்