No lexicon data found for Strong's number: 4614

Acts 7:30
ଦୀର୍ଘ ଚ଼ାଳିଶବର୍ଷ ଅତିବାହିତ ହବୋ ପରେ ଜଣେ ସ୍ବର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ବଳନ୍ତା ବୁଦାର ଅଗ୍ନିଶିଖା ରେ ମାଶାଙ୍କେୁ ଦର୍ଶନ ଦେଲେ।

Acts 7:38
ଏହି ମାଶାେ ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀ ରେ ଥିଲେ। ଯେଉଁ ସ୍ବର୍ଗଦୂତ ସୀନୟ ପର୍ବତ ରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହାଇେଥିଲେ, ସହେି ସ୍ବର୍ଗଦୂତ ଆମ୍ଭ ପିତୃପୁରୁଷ ମାଶାଙ୍କେ ସହିତ ଥିଲେ, ମାଶାେ ପରମେଶ୍ବରଙ୍କ ଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମାଶାେ ଆମ୍ଭମାନଙ୍କୁ ଦେଲେ।

Galatians 4:24
ଏହି ସତ୍ଯ କାହାଣୀ ଗୋଟିଏ ଅର୍ଥ ପ୍ରକାଶ କରେ। ଦୁଇଜଣ ସ୍ତ୍ରୀ ଦୁଇ ପ୍ରକାରର ଚୁକ୍ତିକୁ ଦର୍ଶାନ୍ତି। ଗୋଟିଏ ଚୁକ୍ତି ସୀନୟ ପର୍ବତଠା ରେ ହାଇେଥିଲା। ଏହି ଚୁକ୍ତି ଉଦ୍ଦେଶ୍ଯ ରେ ଯେଉଁ ଲୋକମାନେ ଜନ୍ମ ହୁଅନ୍ତି, ସମାନେେ କ୍ରୀତଦାସ ଭଳି। ଏହି ଚୁକ୍ତି ହାଗାର ନାମ୍ନୀ ଏକ ସ୍ତ୍ରୀ ସହିତ ସଂୟୁକ୍ତ।

Galatians 4:25
ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ୟିରୁଶାଲମକୁ ସଂକତେ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ବ ରେ ପଡ଼ିଅଛି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்