Ephesians 2:6
ପରମେଶ୍ବରଙ୍କ ଅନୁଗ୍ରହ ହତେୁ ତୁମ୍ଭମାନେେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବାରୁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁଥିତ କଲେ ଓ ତାହାଙ୍କ ସହିତ ସ୍ବର୍ଗୀୟ ସ୍ଥାନ ରେ ବସାଇ ଅଛନ୍ତି।
Colossians 2:12
ତୁମ୍ଭେ ଯେତବେେଳେ ବାପ୍ତିଜିତ ହାଇେଥିଲ, ତୁମ୍ଭର ପୁରୁଣା ସ୍ବଭାବର ମୃତ୍ଯୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠା ରେ କବର ପ୍ରାପ୍ତ ହେଲ। ସହେି ବାପ୍ତିସ୍ମ ରେ ପରମେଶ୍ବରଙ୍କ ଶକ୍ତି ରେ ତୁମ୍ଭେ ବିଶ୍ବାସ କରିଥିବା ହତେୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁଥିତ ହେଲ। ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହେଲେ, ସେତବେେଳେ ପରମେଶ୍ବରଙ୍କ ଶକ୍ତି ଦଖାେ ଯାଇଥିଲା।
Colossians 3:1
ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।
Occurences : 3
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்